#Breaking News

ଅତାବିରା ଓକିଲ ସଂଘ ନିର୍ବାଚନ: ସୁଶାନ୍ତ ମିଶ୍ର ସଭାପତି, ଅରବିନ୍ଦ ଶୁଶାରୀ ସାଧାରଣ ସମ୍ପାଦକ


ବରଗଡ:-(ସତ୍ୟ ନାରାୟଣ ପ୍ରଧାନ)
ଆଜି ଅନୁଷ୍ଠିତ ହୋଇଥିବା ଅତାବିରା ଓକିଲ ସଂଘ ନିର୍ବାଚନ ରେ ସୁଶାନ୍ତ ମିଶ୍ର ସଭାପତି, ଅରବିନ୍ଦ ଶୁଶାରୀ ସାଧାରଣ ସମ୍ପାଦକ ଭାବରେ ନିର୍ବାଚିତ ହୋଇଥିବା ବେଳେ ତ୍ରିପୁରାରୀ ଚାନ୍ଦ ଉପ ସଭାପତି ଓ ଭି. ଜଗନ୍ନାଥ ରାଓ ଯୁଗ୍ମ ସମ୍ପାଦକ ଭାବରେ ନିର୍ବାଚିତ ହୋଇଛନ୍ତି। ଏଥିରେ ହିତେନ୍ଦ୍ରିୟ ପ୍ରଧାନ ନିର୍ବାଚନ ଅଧିକାରୀ ଭାବରେ ନିର୍ବାଚନ ପରିଚାଳନା କରିଥିଲେ।

Leave a comment

Your email address will not be published. Required fields are marked *