ଚୈତ୍ର ମାସ ଦ୍ୱିତୀୟ ମଙ୍ଗଳବାରରେ ଢେଙ୍କାନାଳ ମା ତାରିଣୀଙ୍କ ପୀଠରେ ଵିଶେଷ ପୂଜା

Udaya_Labanya | March 29, 2022 | 23 views |0 | Breaking News

ଢେଙ୍କାନାଳ(ଉଲାପ୍ର)ଢେଙ୍କାନାଳ ଗାନ୍ଧୀ ମନ୍ଦିର ରୋଡ ସ୍ଥିତ ମା ତାରିଣୀଙ୍କ ପୀଠରେ ଚୈତ୍ର ମାସ ଦ୍ୱିତୀୟ ମଙ୍ଗଳବାର ଥିବାରୁ ଵିଶେଷ ପୂଜା କରାଯାଉଛି।
ପ୍ରାତଃ ରୁ ମଙ୍ଗଳ ଆଳତୀ କରାଯାଇଥିଲା। ଅତର ଜଳରେ ସ୍ନାନ ପରେ ମାଙ୍କୁ ନୂତନ ବସ୍ତ୍ର ଓ ଫୁଲ ହାରରେ ସୁସଜ୍ଜିତ କରାଯାଇଛି।
ମଧ୍ୟାନରେ ପଣା ଭୋଗ ଲାଗି କରାଯାଇ ସନ୍ଧ୍ୟାରେ ଆଳତୀ ପରେ ରାତ୍ରରେ ପଡ଼ିବ ପହଡ଼।

Share this
  •  
  •  
  •  
  •  
  •  
  •  
  •  

Related Posts

ଶହୀଦ ଦିବସ ଅବସରରେ ସମବେତ ନୀରବ ପ୍ରାର୍ଥନା

Udaya_Labanya | January 31, 2023 | 2 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଶହୀଦ ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ଯୁକ୍ତ 2ଓ ଯୁକ୍ତ ୩ କଳା, ବାଣିଜ୍ୟ ଓ ବିଜ୍ଞାନ ସମ୍ମାନ ଶ୍ରେଣୀ ଗୃହରେ ଏହି କାର୍ଯ୍ୟକ୍ରମ…

ଅଙ୍ଗନୱାଡି କେନ୍ଦ୍ର ଗୃହ ନିର୍ମାଣ ରେ ବ୍ୟାପକ…

Udaya_Labanya | January 31, 2023 | 2 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ଅଙ୍ଗନୱାଡି କେନ୍ଦ୍ର ଗୃହ ନିର୍ମାଣ ରେ ଦୁର୍ନୀତିର ଗନ୍ଧ l ପୁରୁଣା ମାଟି ଇଟା ଏବଂ ଅନାମଧେୟ ସିମେଣ୍ଟ ବ୍ୟବହାର ଓ କମ ସିମେଣ୍ଟ ର ବାଲି ମିଶ୍ରଣ ରେ ହେଉଛି କାନ୍ଥ ଯୋଡ଼େଇ l ଏହିଭଳି…

Leave a Reply

Your email address will not be published. Required fields are marked *

Archives

Categories