#Breaking News

ଯୁବତୀ ଙ୍କ ଝୁଲନ୍ତା ଶବ


ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଭଟଲି ଛକ ସାଇ ମନ୍ଦିର ନିକଟରେ ଜଣେ ଯୁବତୀ ଙ୍କ ଝୁଲନ୍ତା ଅବସ୍ଥା ରେ ମୃତ ଦେହ ଉଦ୍ଧାର ହୋଇଛି । ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ଝୁଲନ୍ତା ମୃତ ଦେହକୁ ଉଦ୍ଧାର କରି ବରଗଡ଼ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ ।
ଯୁବତୀ ଜଣକ ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମା ଗ୍ରାମର ମୀନକେତନ ମହାପାତ୍ର ଙ୍କ ଝିଅ ବର୍ଷା ମହାପାତ୍ର ବୋଲି ପୋଲିସ ସୂତ୍ରରୁ ଜଣାପଡ଼ିଛି । ଆତ୍ମହତ୍ୟା ର କାରଣ ଜଣାପଡ଼ିନାହିଁ।

Leave a comment

Your email address will not be published. Required fields are marked *