ଯୁବତୀ ଙ୍କ ଝୁଲନ୍ତା ଶବ

Udaya_Labanya | March 30, 2022 | 17 views |0 | Breaking News


ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଭଟଲି ଛକ ସାଇ ମନ୍ଦିର ନିକଟରେ ଜଣେ ଯୁବତୀ ଙ୍କ ଝୁଲନ୍ତା ଅବସ୍ଥା ରେ ମୃତ ଦେହ ଉଦ୍ଧାର ହୋଇଛି । ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ଝୁଲନ୍ତା ମୃତ ଦେହକୁ ଉଦ୍ଧାର କରି ବରଗଡ଼ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ ।
ଯୁବତୀ ଜଣକ ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମା ଗ୍ରାମର ମୀନକେତନ ମହାପାତ୍ର ଙ୍କ ଝିଅ ବର୍ଷା ମହାପାତ୍ର ବୋଲି ପୋଲିସ ସୂତ୍ରରୁ ଜଣାପଡ଼ିଛି । ଆତ୍ମହତ୍ୟା ର କାରଣ ଜଣାପଡ଼ିନାହିଁ।

Share this
  •  
  •  
  •  
  •  
  •  
  •  
  •  

Related Posts

ମୁଣ୍ଡାଗାଁ ରେ ବଜ୍ରପାତ, ୩ ଛାତ୍ର ଗୁରୁତର

Udaya_Labanya | October 6, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ବୁଧବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ମୁଣ୍ଡାଗାଁ ଅଂଚଳ ର ୩ ଜଣ ଛାତ୍ର ମୋବାଇଲ ଇଣ୍ଟର୍ନେଟ ଦେଖିବାପାଇଁ ମୁଣ୍ଡାଗାଁ ପାହାଡ଼ କୁ ଯାଇଥିବା ବେଳେ ସନ୍ଧ୍ୟା ରେ ହଟାତ ବଜ୍ରପାତ ହୋଇଥିଲା ଫଳରେ ୩…

ବିଜୟ ନାୟକ କନ୍ଧମାଳ ଜିଲ୍ଲା ନୂତନ ପର୍ଯ୍ୟବେକ୍ଷକ

Udaya_Labanya | October 6, 2022 | 7 views | 0

ଫୁଲବାଣୀ (ସୁନୀଲ ପଟନାୟକ )ରାଜ୍ୟ ରେ ବିଯୁଜନତା ଦଳ ପକ୍ଷରୁ ରାଜ୍ୟର ସମସ୍ତ ସାଙ୍ଗଠନିକ ଜିଲ୍ଲା ରେ ନୂତନ ପର୍ଯ୍ୟବେକ୍ଷକ ନିଯୁକ୍ତି ଦିଆଯାଇଛି lଏହି ପ୍ରରିପେକ୍ଷୀରେ କନ୍ଧମାଳ ଜିଲ୍ଲା ପାଇଁ ବିଜେଡିନେତା ବିଜୟ ନାୟକ ଙ୍କୁ ଦଳ ନୂତନ ଭାବେ ନିଯୁକ୍ତି…

Leave a Reply

Your email address will not be published. Required fields are marked *

Archives

Categories