#Breaking News

ବରଗଡ଼ ଜିଲ୍ଲା ହାବିଲଦାର ଓ କନେଷ୍ଟବଳ ସଂଘ ର ନୂତନ କର୍ମକର୍ତ୍ତା ନିର୍ବାଚିତ


ବରଗଡ଼ (ସତ୍ୟ ନାରାୟଣ ପ୍ରଧାନ)
ବରଗଡ଼ ଜିଲ୍ଲା ହାବିଲଦାର ଓ କନେଷ୍ଟବଳ ସଂଘ ର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ନୂତନ ସଭାପତି ଭାବେ ସୁଶିଲ କୁମାର ଦାସ ନିର୍ବାଚିତ ହୋଇଥିବା ବେଳେ ସମ୍ପାଦକ ଭାବରେ କମଳା କାନ୍ତ ଗଡତିଆ ନିର୍ବାଚିତ ହୋଇଛନ୍ତି। ଉପ ସଭାପତି ଭାବରେ ଅଜିତ କୁମାର ପ୍ରଧାନ ଓ ୫ଜଣ କାର୍ଯ୍ୟକାରୀ କମିଟିର ସଭ୍ୟ ଭାବେ ନିର୍ବାଚିତ ହୋଇଛନ୍ତି।

Leave a comment

Your email address will not be published. Required fields are marked *