ବାଲିଗୁଡ଼ାରେ ଖୋଲିଲା ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ

Udaya_Labanya | April 26, 2022 | 17 views |0 | Breaking News

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): ଦୀର୍ଘ ୨ ବର୍ଷ ପରେ କନ୍ଧମାଳ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଛି । ବାଲିଗୁଡ଼ା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି । ଏଥିରେ ଜିଲ୍ଲାପାଳ ଡା. ବୃନ୍ଦା, ଡିଏସ୍‌ପି ଭିନୀତ ଅଗ୍ରୱାଲ୍‌, ଏସଡିପିଓ ଜିଆର ରେଡ୍ଡୀ , ଉପଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ,ବିଡିଓ ଜଗଦୀଶ ଷଡ଼ଙ୍ଗୀ ଓ ସିଡିପିଓ ଅନିତା ଦାସଙ୍କ ସମେତ ସମସ୍ତ ବିଭାଗୀୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।ଏଥିରେ ଅଞ୍ଚଳର ବିଭିନ୍ନ ଅଭାବ ଅସୁବିଧା ସମସ୍ୟା ସମ୍ପର୍କରେ ପ୍ରାୟ ୬୬ ଜଣଙ୍କ ଅଭିଯୋଗ ଶୁଣାଣି ହୋଇଛି । ଆବଶ୍ୟକ ପ୍ରଚାର ପ୍ରସାର ହୋଇପାରିନଥିବା ଯୋଗୁ ପ୍ରଥମ ଦିନରେ କମସଂଖ୍ୟକ ଲୋକ ଆସିଥିବା ଜଣାପଡ଼ିଛି ।

Share this

Related Posts

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩…

Udaya_Labanya | March 29, 2023 | 7 views |0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ ୩୫ଵର୍ଷକୁ ଦୋଷୀ ସାବ୍ୟସ୍ତ କରି ୩ ଵର୍ଷ ସଶ୍ରମ କାରାଦଣ୍ଡ…

ନେହୁରୁ ଯୁବ କେନ୍ଦ୍ର ପକ୍ଷରୁଇନ୍ଦୋର ଫେରନ୍ତା ଆଦିବାସୀ…

Udaya_Labanya | March 29, 2023 | 17 views | 0

ଫୁଲବାଣୀ(ସୁନୀ ଲ ପଟନାୟକ )ସ୍ଥାନୀୟ ନେହୁରୁ ଯୁବ କେନ୍ଦ୍ର ପକ୍ଷରୁ ମଧ୍ୟ ପ୍ରଦେଶ ଇନ୍ଦୋର ରୁ କୃତିତ୍ୱ ହାସଲ କରି ଫେରିଥିବା ଜିଲ୍ଲାରଦୁର୍ଗମ ତୁମୁଡିବନ୍ଧ ବ୍ଲକ ଅଂଚଳ ର କୋଡିଏ ଜଣ ଯୁବକ ଯୁବତୀ ଙ୍କୁ ସମ୍ବର୍ଧିତ କରାଯାଇଥିଲା lଏହି ଅବସର…

Leave a Reply

Your email address will not be published. Required fields are marked *

Archives

Categories