ଏମ ଭି ଆଇ ଚେକିଂ ମଦ ପିଇ ବାଇକ ଚଳାଉଥିବା ୬ ଗିରଫ

Udaya_Labanya | May 4, 2022 | 33 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
ମଦ ପିଇ ଯୁବକ ମାନେ ଦ୍ରୁତ ଗତିରେ ଗାଡି ଚଳାଇବା ଫଳରେ ଦିନକୁ ଦିନ ଦୁର୍ଘ ଟଣା ବୃଦ୍ଧି ପାଉଥିବା ରୁ ପୋଲିସ ପ୍ରଶାସନ ଏଵେ ସକ୍ରିୟ ହୋଇପଡିଛି l ଆଉ ବିଭିନ୍ନ ଛକ ସ୍ଥାନ ରେ ଏଵେ ଚେକିଂ ଆରମ୍ଭ କରିଛି l
ଆଜି ବୁଧବାର ମଦ ପିଇ ଗାଡି ଚଳାଉଥିବା ଅଭି ଯୋଗ ରେ ସଦର ଥାନା ଅନ୍ତର୍ଗତ ଵିଶିପଡା ଠାରେ ପରିବହନ ବିଭାଗ ପକ୍ଷରୁ ଗାଡି ଚେକିଂ କରାଯାଉଥିବା ବେଳେ ମଦ ପିଇ ଡ୍ରାଇଭିଂ କରୁଥିବl ସନ୍ଦେହ କରି ଟେଷ୍ଟ କରିବାପରେ ସେମାନେ ମଦ ପିଇ ଥିବା ଜଣା ପଡିବା ପରେ ପୋଲିସ ଛ ଜଣ ଙ୍କୁ ଗିରଫ କରିଥିବା ଜଣାପଡିଛି lଚଢ଼ାଉ ବେଳେ ସଦର ଥାନା ଅଧିକାରୀ ଓ କର୍ମଚାରୀ ଙ୍କ ସମେତ ପରିବହନ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ଘାଟିରେ ଟ୍ରକ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ…

Udaya_Labanya | February 8, 2023 | 4 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୁତ୍ତ ବୁଧବାର ସନ୍ଧ୍ୟାରେ 59ନଂ. ଜାତୀୟ ରାଜପଥରେ କାଠ ଗଣ୍ଡି ପକାଇ ଏକ ଟ୍ରକ କୁ ଅଟକାଇବା ସହ ଡ୍ରାଇଭର ଓ ସେଥିରେ ବସିଥିବା ଜଣେ…

ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ…

Udaya_Labanya | February 8, 2023 | 12 views | 0

ଫୁଲବାଣୀ :-( ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଇକୋ ରିଟ୍ରେଟ ଠାରେ ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଏହି ଅବସର ରେ ବରିଷ୍ଠ ସାମ୍ବାଦିକ ତଥା ସାମାଜ ସେବୀ ଅଶୋକ…

Leave a Reply

Your email address will not be published. Required fields are marked *

Archives

Categories