ବରଗଡ଼ ପୈାର ପରିଷଦ ସଦସ୍ୟ ମାନଙ୍କ ପ୍ରଥମ ବୈଠକ

Udaya_Labanya | May 4, 2022 | 94 views |0 | Uncategorized


ବରଗଡ଼:(ସତ୍ୟ ନାରାୟଣ ପ୍ରଧାନ)
ବରଗଡ଼ ପୈାର ପରିଷଦ ନବ ନିର୍ବାଚିତ ସଦସ୍ୟ ମାନଙ୍କ ପ୍ରଥମ ବୈଠକ ଆଜି ପୈାର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ପୈାରାଧକ୍ଷା ଶ୍ରୀମତୀ କଳ୍ପନା ମାଝୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୯ଟି ଓ୍ବାର୍ଡ ର କାଉନସିଲର ସଦସ୍ୟ ମାନେ ଉପସ୍ଥିତ ରହି ସହରର ଉନ୍ନତି ପାଇଁ ସରକାର ଙ୍କ ବିଭିନ୍ନ ଯୋଜନା ର ସଠିକ ଭାବରେ ଉପଯୋଗ ଉପରେ ଆଲୋଚନା ହୋଇଥିଲା। ଏଥିରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବେଶ ଆଚାର୍ଯ୍ୟ, ଉପାଧ୍ୟକ୍ଷ ରାଜେଶ କୁମାର ଅଗ୍ରୱାଲ, ନିର୍ବାହୀ ଅଧିକାରୀ ନାରାୟଣ ଦଣ୍ଡସେନା ପ୍ରମୁଖ ଉପସ୍ଥିତ ରହି ଆଗାମୀ ଦିନରେ ସହରରେ କାର୍ଯ୍ୟାକାରୀ ହେବାକୁ ଥିବା କାମ ଗୁଡିକ ଉପରେ ଆଲୋଚନା କରିଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

କନ୍ଧମାଳ ମହୋତ୍ସବ ୨ 0୨ ୩ ପାଇଁ…

Udaya_Labanya | January 25, 2023 | 21 views |0

ଫୁଲବାଣୀ(ସୁନୀ ଲପଟନାୟକ )କନ୍ଧମାଳ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨ 0୨ ୩ ପାଇଁ ବୁଧବାରସ୍ଥାନୀୟ ନାରାୟଣୀ ମନ୍ଦିର ରୁ ଏକ ମଶାଲ ଶୋଭାଯାତ୍ରା ଓ ସାଂସ୍କୃତିକ ଶୋଭାଯାତ୍ରା କୁ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

କନ୍ଧମାଳ ଜିଲ୍ଲା ଆଦିବାସୀଙ୍କ ଉନ୍ନତି ଉପରେ ଗୁରୁତ୍ୱାରୋପ

Udaya_Labanya | January 20, 2023 | 10 views | 0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଆଦିବାସୀ ଉନ୍ନୟନ ପରିଷଦର ଅଧ୍ୟକ୍ଷ ରୋଦନ ମଲିକ ଓ ଉପାଧ୍ୟକ୍ଷ ନଳୀନି କହଁର ଭୁବନେଶ୍ୱର ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଅଧ୍ୟକ୍ଷତାରେ ଆଦିବାସୀ ଉନ୍ନୟନ ଉପଦେଷ୍ଟା ପ୍ରଦୀପ ମାଝୀଙ୍କ ଅଧ୍ୟକ୍ଷତାରେ ଚାଲିଥିବା ରାଜ୍ୟ ସ୍ତରୀୟ…

Leave a Reply

Your email address will not be published. Required fields are marked *

Archives

Categories