ସଙ୍କଟ ମୋଚନ ହନୁମାନ ଜୀଉଙ୍କ ୧୪ ତମ ଜନ୍ମ ଉତ୍ସବ ପାଳିତ

Udaya_Labanya | May 8, 2022 | 21 views |0 | Breaking News

ଢେଙ୍କାନାଳ: ଆଜି ବୈଶାଖ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥି ଥିବାରୁ ଢେଙ୍କାନାଳ ସହର ଦୁର୍ଗା ବଜାର ସ୍ଥିତ ଷ୍ଟାଡିୟମ୍ ଛକ ନିକଟରେ ଥିବା ହନୁମାନ ବାଟିକା ଠାରେ ଶ୍ରୀ ସଙ୍କଟ ମୋଚନ ହନୁମାନ ଜୀଉଙ୍କ ୧୪ ତମ ଜନ୍ମ ଉତ୍ସବ ପାଳିତ ହୋଇଯାଇଛି।

ପ୍ରାତଃ ରୁ ସୂର୍ଯ୍ୟ ପୂଜା, ମଣ୍ଡଳ ପୂଜା, ଷୋଡ଼ଶ ଉପଚାର ପୂଜା କରାଯାଇଥିଲା। ଠାକୁରଙ୍କୁ ନୂତନ ବସ୍ତ୍ର, ଫୁଲ ହାରରେ ସୁସଜ୍ଜିତ କରାଯାଇଥିଲା ଓ ହୋମ ଯଜ୍ଞ ଅନୁଷ୍ଠିତ ହୋଇଥିଲା।

ବିଭିନ୍ନ ପ୍ରକାରର ଫଳ ଓ ମିଷ୍ଟାନ ଭୋଗ ଲାଗି କରାଯାଇଥିଲା ।

ପୂଜକ ଅମର ଭାଇନା, ସୁବାସ ଭାଇନା, ନଗିନ ଭାଇନା, କର୍ତ୍ତା ରୁଦ୍ର ନାରାୟଣ ତ୍ରୀପାଠୀ ଓ ପୂଜା କମିଟିର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ହନୁମାନଙ୍କ ଜନ୍ମ ଉତ୍ସବ ପାଳନ କରାଯାଇଛି।

Share this
  •  
  •  
  •  
  •  
  •  
  •  
  •  

Related Posts

ଜଗଦିଶ ବେହେରାଙ୍କ ପରଲୋକ

Udaya_Labanya | February 5, 2023 | 3 views |0

ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ବହଳଦା ବ୍ଲକର ବିଂଝୁଆ ଗ୍ରାମର ଜଗଦିଶ ବେହେରାଙ୍କ ସୁଗାର ଓ ବ୍ଲଡ଼ ପ୍ରେସର ଜନିତ ରୋଗରେ ଗତ ଶୁକ୍ରବାର ବିଳମ୍ବିତ ରାତିରେ ବାରିପଦା ଜିଲ୍ଲା ଡାକ୍ତରଖାନାରେ ମୃତ୍ୟୁ ବରଣ କରିଛନ୍ତି | ଏ ଖବର ଶୁଣି ରାଇରଙ୍ଗପୁର,…

ଆଠଗଡ ସାହିତ୍ୟ ସମାଜ କବିତା ଆସର ଅନୁଷ୍ଠିତ

Udaya_Labanya | February 5, 2023 | 107 views | 0

ଆଠଗଡ(ଉଲ୍ଲାପ୍ର )ଆଠଗଡ ସାହିତ୍ୟ ସମାଜର କବିତା ଆସର ସ୍ଥାନୀୟ ମହାତ୍ମାଗାନ୍ଧୀ ଇଂରାଜୀ ମିଡ଼ିଅମ ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି,ଉପସଭାପତି ସୁରେଶ ଚନ୍ଦ୍ର ପରିଡାଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଖୁଣ୍ଟୁଣୀ ରାଧାନାଥ ରଥ ବିଜ୍ଞାନ ମହାବିଦ୍ୟାଳୟର ଇତିହାସ ବିଭାଗ…

Leave a Reply

Your email address will not be published. Required fields are marked *

Archives

Categories