ନାରାୟଣୀଯାତ୍ରା ଅବସରରେ ସାମ୍ବାଦିକ ଙ୍କୁ ସମ୍ବର୍ଦ୍ଧନା

Udaya_Labanya | May 30, 2022 | 108 views |0 | Breaking News


ଫୁଲବାଣୀ(ସୁନୀଲ ପଟ୍ଟନାୟକ)
ଚଳିତବର୍ଷ ମାନାରାୟଣୀଙ୍କ ଯାତ୍ରା ଅବସରରେ ଯାତ୍ରା ପରିଚାଳନା କମିଟି ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ସମ୍ବର୍ଦ୍ଧିତ କରାଯାଇଥିଲା।
ଯାତ୍ରା କମିଟି ସଭାପତି ପି. ସୁଧାଂଶୁ ସେନାପତି ଜିଲ୍ଲା ପ୍ରେସକ୍ଲବ ସଂପାଦକ ପଶାନ୍ତ ବେହେରାଙ୍କ ସମେତ ସହରର ସମସ୍ତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଯାତ୍ରା ମଞ୍ଚ ଉପରେ ଉପରେ ଉପଢୌକନ ଓ ସ୍ମାରକୀ ଦେଇ ସମ୍ବର୍ଦ୍ଧିତ କରିଥିଲେ ।
ଫଳରେ ଗଣମାଧ୍ୟମ ପ୍ରତିନିଧିମାନେ ସଭାପତି ସେନାପତୀଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ ।
ସେହିପରି ଗଣମାଧ୍ଯମ ପ୍ରତିନିଧିମାନେ ମଧ୍ୟ ଯାତ୍ରା ଆରମ୍ଭରୁ ଏ ଯାଏଁ ଆନ୍ତରୀକତାର ସହିତ ସହଯୋଗ କରିଥିବା ରୁ ସଭାପତିସେନାପତି ସମସ୍ତଙ୍କୁଧନ୍ୟବାଦ ଜଣାଇଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଘାଟିରେ ଟ୍ରକ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ…

Udaya_Labanya | February 8, 2023 | 4 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୁତ୍ତ ବୁଧବାର ସନ୍ଧ୍ୟାରେ 59ନଂ. ଜାତୀୟ ରାଜପଥରେ କାଠ ଗଣ୍ଡି ପକାଇ ଏକ ଟ୍ରକ କୁ ଅଟକାଇବା ସହ ଡ୍ରାଇଭର ଓ ସେଥିରେ ବସିଥିବା ଜଣେ…

ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ…

Udaya_Labanya | February 8, 2023 | 12 views | 0

ଫୁଲବାଣୀ :-( ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଇକୋ ରିଟ୍ରେଟ ଠାରେ ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଏହି ଅବସର ରେ ବରିଷ୍ଠ ସାମ୍ବାଦିକ ତଥା ସାମାଜ ସେବୀ ଅଶୋକ…

Leave a Reply

Your email address will not be published. Required fields are marked *

Archives

Categories