ସରକାରୀ ସ୍କୁଲରେ ଅବ୍ୟବସ୍ଥା, ମୁକ୍ତ ଆକାଶ ତଳେ ମଧ୍ୟାହ୍ନ ଭୋଜନ ଖାଉଛନ୍ତି ଛାତ୍ରଛାତ୍ରୀ

Udaya_Labanya | May 31, 2022 | 139 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ୍ ଅନ୍ତର୍ଗତ ରାମାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ମଧ୍ୟାହ୍ନ ଖାଇବା ର ଅବବ୍ୟସ୍ଥା ହେଉଥିବା ଦେଖିବାକୁ ମିଳୁଛି । ଛାତ୍ର ଛାତ୍ରୀ ମା ନେ ସୁସ୍ଥ ପରିବେଶ ରେ ବସିକି ଖାଇବା ପାଇଁ ସେଭଳି କିଛି ଵ୍ୟଵସ୍ଥା ନାହିଁl
ପିଲାମାନେ. ବାହାରେ ମାଟିରେ ବସିକି ଖାଉଛନ୍ତି l ବର୍ଷl ଆସିଲାଣି, ବାହାରେ ବସି ଖାଇବା ସମ୍ଭବ ହେବନି l କନ୍ଧମାଳ ଜିଲ୍ଲା ରଖାଉଟି ସୁରକ୍ଷା ଜିଲ୍ଲା ଆବାହକ କୁନା ଦିଗାଲକେତଟା ସ୍କୁଲ ଅନୁ ଧ୍ୟାନ କରିଉଚ୍ଚ କତୃପକ୍ଷଙ୍କ ଦ୍ରୁଷ୍ଟି ଆକର୍ଷଣ କରିଛନ୍ତି l
ଗଣ ଶିକ୍ଷା ମନ୍ତ୍ରୀ ଓ ଜିଲା ପ୍ରଶାସନ ପ୍ରମୁଖ ଦ୍ରୁଷ୍ଟି ଦେବାକୁ ଦାବୀ ହେଉଛି l

Share this
  •  
  •  
  •  
  •  
  •  
  •  
  •  

Related Posts

ଆଠଗଡ ସାହିତ୍ୟ ସମାଜ କବିତା ଆସର ଅନୁଷ୍ଠିତ

Udaya_Labanya | February 5, 2023 | 74 views |0

ଆଠଗଡ(ଉଲ୍ଲାପ୍ର )ଆଠଗଡ ସାହିତ୍ୟ ସମାଜର କବିତା ଆସର ସ୍ଥାନୀୟ ମହାତ୍ମାଗାନ୍ଧୀ ଇଂରାଜୀ ମିଡ଼ିଅମ ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି,ଉପସଭାପତି ସୁରେଶ ଚନ୍ଦ୍ର ପରିଡାଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଖୁଣ୍ଟୁଣୀ ରାଧାନାଥ ରଥ ବିଜ୍ଞାନ ମହାବିଦ୍ୟାଳୟର ଇତିହାସ ବିଭାଗ…

ଆବାସ ଯୋଜନା ଦୁର୍ନୀତି ନେଇ ତିଗିରିଆ ବ୍ଲକ…

Udaya_Labanya | February 4, 2023 | 15 views | 0

ତିଗିରିଆ (ଉଲ୍ଲାପ୍ର )କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ରାଜ୍ୟରେ ଶାସକ ଦଳ ଦଳୀୟ ଭିତିରେ ବାଣ୍ଟୁ ଥିବା ଯୋଗୁ ଏବେ ରାଜ୍ୟରେ ବିଜେପି ଦଳ ପ୍ରତି ବ୍ଲକ ଆଗରେ ଧାରଣା ଦେଉଛି, ଶନିବାର ଦିନ କଟକ ଜିଲ୍ଲା ଆଠଗଡ ନିର୍ବାଚନ…

Leave a Reply

Your email address will not be published. Required fields are marked *

Archives

Categories