କନ୍ଧମାଳ ସାଂସଦ ଙ୍କୁ କୃତଜ୍ଞତା

Udaya_Labanya | June 11, 2022 | 114 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )

ଫୁଲବାଣୀ ଜିଲ୍ଲା ପ୍ରେସ କ୍ଲବ ର ବିଭିନ୍ନ ଅଭାବ ଅସୁବିଧା କୁ ହୃଦୟଙ୍ଗମ କରି କନ୍ଧମାଳ ସଂlସଦ
ଡ଼ଃ ଅଚ୍ୟୁତ ସାମନ୍ତ ଵ୍ୟକ୍ତିଗତ ଭାବେ ଏକଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି l
ଏ ନେଇ ସଂସଦ ପ୍ରତିନିଧି ଦେବେନ୍ଦ୍ର ସାମଲ ସୂଚନା ଦେଇଛନ୍ତି l
ଫଳରେ ପ୍ରେସ କ୍ଲବ ସଭାପତି ସୁନୀଲ ପଟନାୟକ, ସମ୍ପାଦକ ପ୍ରଶାନ୍ତ ବେହେରା ଓ ଅନ୍ୟସଦସ୍ୟ ମlନେ କୃତଜ୍ଞତା ଜଣାଇଛନ୍ତି l
ଏହି ଅର୍ଥ ରେ ପ୍ରେସ୍ର କ୍ଲୁବ ର ଅlବ ଶ୍ୟକୀୟ ସରଞ୍ଜାମ କିଣାଯିବ l
ନିକଟରେ ସଂସଦ ଡ଼ଃ. ସାମନ୍ତ ପ୍ରେସ କ୍ଲୁବ ର ଅତିରିକ୍ତ ଗୃହ ଉଦଘାଟନୀ ଉତ୍ସବ ରେ ମୁଖ୍ୟ ଅତିଥୀ ଭାବେ ଯୋଗ ଦେଇ ଥିବା ଅବସର ରେ ପ୍ରେସ କ୍ଲବ ପକ୍ଷରୁ ଅନୁରୋଧ କରାଯାଇଥିଲା l
ଆଗକୁ ମଧ୍ୟ ସମ୍ପୁର୍ଣ ସହଯୋଗ ଜାରୀ ରହିବ ବୋଲି ସଂସଦ ଡ଼ଃ. ସାମନ୍ତ ପ୍ରତିଶୃତି ଦେଇଛନ୍ତି l

Share this
  •  
  •  
  •  
  •  
  •  
  •  
  •  

Related Posts

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ…

Udaya_Labanya | January 28, 2023 | 1 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ କମିଶନର ଓ ପ୍ରମୁଖ ସଚିବଙ୍କ ପତ୍ର କ୍ରମେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର…

ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

Udaya_Labanya | January 28, 2023 | 2 views | 0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଦୁଇଟି ପର୍ଯ୍ୟାୟରେ ଆୟୋଜିତ ହୋଇ ଉଦଯାପିତ ହୋଇଯାଇଛି।ସଂଯୁକ୍ତା ନାୟକ ଏହି କାର୍ଯ୍ୟକ୍ରମର ସଂଯୋଜିକା ଥିବା ବେଳେ ଅଧ୍ୟକ୍ଷ କାର୍ତ୍ତିକ…

Leave a Reply

Your email address will not be published. Required fields are marked *

Archives

Categories