ବାଲେଶ୍ୱର ପଲ୍ଲୀଶ୍ରୀ ମେଳାରେ କନ୍ଧମାଳ ଡାକୁଲ ନୃତ୍ୟ, ମଞ୍ଚ ଦୁଲୁକିଲା

Udaya_Labanya | June 12, 2022 | 111 views |0 | Breaking News


ଫୁଲବାଣୀ (ସୁନୀଲପଟ ନାୟକ )
ବାଲେଶ୍ୱର ଜ଼ିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ପଲ୍ଲୀଶ୍ରୀ ମେଳାରେଡାକରା ପାଇ ବାଲିଗୁଡା ର ଅଗ୍ରଣୀ ସଂସ୍କୃତିକ ଅନୁଷ୍ଠାନ କନ୍ଧମାଳ କଳା ବିକାଶ କେନ୍ଦ୍ରର କୋଡିଏ ଜଣିଆ ସଂସ୍କୃତିକ ଦଳ ଅଂଶ ଗ୍ରହଣ କରି ଗତ ଦଶ ତାରିଖ ଦିନ କନ୍ଧମାଳ ର ପାରମ୍ପରୀକ ଲୋକନୃତ୍ୟ ଡାକୁଲ ନୃତ୍ୟ ପରିବେଷଣ କରି ମଞ୍ଚ ଦୁଲୁକାଇ ଥିଲେ lଫଳରେ ଦର୍ଶକ ମନେ ଲୋକ ନୃତ୍ୟୁ କୁ ବେଶ ଉପଭୋଗ କରିବା ସହ ଝୁମି ଉଠିଥିଲେ l
ଅନୁଷ୍ଠାନର ସମ୍ପାଦକ ତଥା ବରିଷ୍ଠ କଳାକାର ପ୍ରମୋଦ କୁମାର ଦଣ୍ଡସେନା ଙ୍କ ସମେତ ନୃତ୍ୟ ଗୁରୁ ଖିରୋଦ ପ୍ରସାଦ ଦଣ୍ଡସେନା, କଣ୍ଠ ଶିଳ୍ପୀ ବିଶ୍ୱଜିତ ସାହୁ ଲୋକନୃତ୍ୟ କଳାକାର ଅଶ୍ୱିନୀ ପାତ୍ର ଲକ୍ଷ୍ମୀ ନାରାୟଣ ମଳିକ ମାଧୁରୀ ପଣ୍ଡା ଅଭିଲିପ୍ସା ପ୍ରଧାନ ପ୍ରିୟଙ୍କା ନାୟକ ଇନ୍ଦୁରେଖା ପୂଜାରୀ ପ୍ରମୁଖ ନୃତ୍ୟୁ ଦର୍ଶକ ଙ୍କ ମନ ମୋହିଥିଲା l ପୂଜକ ଆଦିବାସୀ ଙ୍କ ପୂଜାର୍ଚନା ଏବଂ ପାରମ୍ପରୀକ ବୀରବାଦ୍ୟ ନୃତ୍ୟ ସଂଗୀତ ଉପସ୍ଥିତ ଦର୍ଶକ ଙ୍କୁ ବିଭୋର କରିଥିଲା l

Share this
  •  
  •  
  •  
  •  
  •  
  •  
  •  

Related Posts

ଘାଟିରେ ଟ୍ରକ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ…

Udaya_Labanya | February 8, 2023 | 4 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୁତ୍ତ ବୁଧବାର ସନ୍ଧ୍ୟାରେ 59ନଂ. ଜାତୀୟ ରାଜପଥରେ କାଠ ଗଣ୍ଡି ପକାଇ ଏକ ଟ୍ରକ କୁ ଅଟକାଇବା ସହ ଡ୍ରାଇଭର ଓ ସେଥିରେ ବସିଥିବା ଜଣେ…

ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ…

Udaya_Labanya | February 8, 2023 | 12 views | 0

ଫୁଲବାଣୀ :-( ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଇକୋ ରିଟ୍ରେଟ ଠାରେ ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଏହି ଅବସର ରେ ବରିଷ୍ଠ ସାମ୍ବାଦିକ ତଥା ସାମାଜ ସେବୀ ଅଶୋକ…

Leave a Reply

Your email address will not be published. Required fields are marked *

Archives

Categories