ବିଭିନ୍ନ ଦାବୀ ପୂରଣ ନେଇ ପାଚିକା ସହାୟିକା ସଙ୍ଘ ପକ୍ଷରୁ ରାଲି ଓ ବିକ୍ଷୋଭ

Udaya_Labanya | June 15, 2022 | 158 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )

ବିଭିନ୍ନ ଦାବୀ ପୂରଣ ନେଇ ଓଡିଶା ମିଳିତ ବିଦ୍ୟାଳୟ ପାଚିକା ସହାୟିକା ସଙ୍ଘ ପକ୍ଷରୁ ସୋମବାର ଏକ ରାଲି ମା ଦୀକୁନ୍ଦ l ଛକ ରୁ ବାହାରି ବିଜୁ ପଟନାୟକ ଛକ ଦେଇ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେl
ପରେ ସଂଘ ପକ୍ଷରୁ ଏକ ସ୍ମାରକ ପତ୍ର ଜିଲ୍ଲା ଶିକ୍ଷା
ଅଧିକାରୀ ଙ୍କୁ ପ୍ରଦାନ କରାଯାଇଥିଲା l
ସେମାନଙ୍କ ଦାବୀ ମଧ୍ୟରେ ରହିଛି ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି କରିବା lସେମାନଙ୍କୁ ଅନ୍ୟ କାର୍ଯ୍ୟରେ ନ ଲଗାଇବା, ବର୍ଷକୁ ୨ ହଳ ସାଢ଼ୀ ପ୍ରଦାନ, ଦଶ ମାସ ପରିବର୍ତେ ବର୍ଷକ ର ପାରିଶ୍ରମିକ ପ୍ରଦାନ, ପିଲା କମ ଥିବା ରୁ ବାଦ ପଡିଥିବା ପାଚିକା ଙ୍କୁ ପୁନଃ ନିଯୁକ୍ତି ଆଦି ଦାବୀ ଅନ୍ତର୍ଭୂକ୍ତ l
ସରକାର ଦାବୀ ପୂରଣ ନ କଲେ ଆଗମୀଦିନରେ ଆନ୍ଦୋଳନ କୁ ଯୋର ଦାର କରାଯିବ ବୋଲି ସଂଗଠକ ପପୁନ ସାହୁ, ଚେତାବନୀ ଦେଇଛନ୍ତି l

Share this

Related Posts

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 3 views |0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

ଶିବ ପ୍ରସାଦ ଭାରତୀୟ ମହିଳା କ୍ରିକେଟ ଟିମ…

Udaya_Labanya | June 7, 2023 | 3 views | 0

ଫୁଲବାଣୀ (ସୁନୀଲ ପଟନାୟକ )ବରିଷ୍ଠ କ୍ରିକେଟ ଖେଳାଳି,କନ୍ଧମାଳ ଜିଲ୍ଲା କ୍ରୀଡ଼ା ସଂଘ, ସମ୍ପାଦକ ଆଇନଜୀବୀ, ସାମ୍ବାଦିକ,ସଂଗଠକ ତଥା ଜଣାଶୁଣା ସମାଜସେବୀ ଶିବ ପ୍ରସାଦ ତ୍ରିପାଠୀ ଭାରତୀୟ ମହିଳା କ୍ରିକେଟ ଟିମ ମ୍ୟାନେଜେର ଭାବେ ନିଯୁକ୍ତ ହୋଇଛନ୍ତି l ଆସନ୍ତା କାଲି ସେ…

Leave a Reply

Your email address will not be published. Required fields are marked *

Archives

Categories