ଡ୍ରାଇଭର ସଂଘ ତରଫରୁ ବାଲିଗୁଡ଼ା ବିଧାୟକଙ୍କୁ ଦାବିପତ୍ର

Udaya_Labanya | June 18, 2022 | 118 views |0 | Breaking News


ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଡ୍ରାଇଭର ସଂଘର କର୍ମକର୍ତ୍ତା ମାନେ ବାଲିଗୁଡା ବିଧାୟକ ଚକ୍ରମଣି କହଁରଙ୍କୁ ଏକ ଦଶ ଦଫା ଦାବି ପତ୍ର ପ୍ରଦାନ କରିଛନ୍ତି। ଏଥିରେ ଡ୍ରାଇଭର ମାନଙ୍କ ସୁରକ୍ଷା ଠାରୁ ଆରମ୍ଭ କରି ବୀମା ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ଭଳି ବିଭିନ୍ନ ଦାବି ପ୍ରତି ସରକାରଙ୍କ ଅବହେଳା ଦର୍ଶାଯାଇଛି। ଉକ୍ତ ଦାବି ପ୍ରଦାନ ବେଳେ ବାଲିଗୁଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସମସ୍ତ ବ୍ଲକର ଡ୍ରାଇଭର ମହାସଂଘର କର୍ମକର୍ତ୍ତା ସମେତ ହେରଦ ପ୍ରଧାନ,ସାବତ ପ୍ରଧାନ, ଅନୀଲ ସାହୁ, ଯୁବରାଜ ପ୍ରଧାନ, ଦୁଃଶାସନ ଦିଗାଲ ଓ ମଦନ ଦିଗାଲ ସହିତ ଅନ୍ୟାନ୍ୟ ଡ୍ରାଇଭର ଗଣ ଉପସ୍ଥିତ ଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ଆଠଗଡ ସାହିତ୍ୟ ସମାଜ କବିତା ଆସର ଅନୁଷ୍ଠିତ

Udaya_Labanya | February 5, 2023 | 84 views |0

ଆଠଗଡ(ଉଲ୍ଲାପ୍ର )ଆଠଗଡ ସାହିତ୍ୟ ସମାଜର କବିତା ଆସର ସ୍ଥାନୀୟ ମହାତ୍ମାଗାନ୍ଧୀ ଇଂରାଜୀ ମିଡ଼ିଅମ ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି,ଉପସଭାପତି ସୁରେଶ ଚନ୍ଦ୍ର ପରିଡାଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଖୁଣ୍ଟୁଣୀ ରାଧାନାଥ ରଥ ବିଜ୍ଞାନ ମହାବିଦ୍ୟାଳୟର ଇତିହାସ ବିଭାଗ…

ଆବାସ ଯୋଜନା ଦୁର୍ନୀତି ନେଇ ତିଗିରିଆ ବ୍ଲକ…

Udaya_Labanya | February 4, 2023 | 15 views | 0

ତିଗିରିଆ (ଉଲ୍ଲାପ୍ର )କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ରାଜ୍ୟରେ ଶାସକ ଦଳ ଦଳୀୟ ଭିତିରେ ବାଣ୍ଟୁ ଥିବା ଯୋଗୁ ଏବେ ରାଜ୍ୟରେ ବିଜେପି ଦଳ ପ୍ରତି ବ୍ଲକ ଆଗରେ ଧାରଣା ଦେଉଛି, ଶନିବାର ଦିନ କଟକ ଜିଲ୍ଲା ଆଠଗଡ ନିର୍ବାଚନ…

Leave a Reply

Your email address will not be published. Required fields are marked *

Archives

Categories