ନିଶା ନିବାରଣ ପାଇଁ ମହିଳା ଙ୍କ ସଚେତନତା ପଦଯାତ୍ରା

Udaya_Labanya | June 18, 2022 | 118 views |0 | Breaking News


କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ):.ସେ ଗାଁ ରହୁଅନ୍ତୁ ଅବା ସହର, ମହିଳାମାନେ ଆଉ ଆଗ ପରି ଘର କୋଣ ରେ ନରହି ପଦାକୁ ଆସିଲେଣି l ନିଜେ ସ୍ୱାବଲମ୍ବୀ ହେବା ସହ ନିଶାନିବାରଣ ନେଇ ସଚେତନତା ସୃଷ୍ଟି କରିବା ସହ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଅଣ୍ଟା ଭିଡିଛନ୍ତି ଖଜୁରୀପଡା ବ୍ଲକ ଅନ୍ତର୍ଗତ ବଳସକୁମ୍ପା ପଂଚାୟତ ମହିଳା ମାନେ ଗାଁ ରେ କେହି ନିଶା ଦ୍ରଵ୍ୟ ବିକ୍ରୀ କରିବେ ନାହିଁ କି ନିଶା ସେବନ କରିବେ ନାହିଁ ବୋଲି ମହିଳାମାନେ ରାଲି କରି ସତର୍କ କରିଦେଇଛନ୍ତି l ସେହିପରି ପୋଲିସ ଓ ଅବକାରୀ ବିଭାଗ କୁ ମଧ୍ୟ ସେମାନେ ସତର୍କ ଦ୍ରୁଷ୍ଟି ରଖିବା ଲାଗି ପରାମର୍ଶ ଦେଇଛନ୍ତି l ନିଶା ସେବନ କରି ଗାଁ ରେ କିଛି ଅଘଟଣ ଘଟିଲେ ପୋଲିସ ଓ ଅବକାରୀ ବିଭାଗ ହିଁ ଦାୟୀ ରହିବେ ବୋଲି କହିଛନ୍ତି l ଶନିବାର ଆୟୋଜିତ ଏହି ସଭା ଓ ଶୋଭାଯାତ୍ରା ରେ ବିଭାଗୀୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ଜଗଦିଶ ବେହେରାଙ୍କ ପରଲୋକ

Udaya_Labanya | February 5, 2023 | 2 views |0

ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ବହଳଦା ବ୍ଲକର ବିଂଝୁଆ ଗ୍ରାମର ଜଗଦିଶ ବେହେରାଙ୍କ ସୁଗାର ଓ ବ୍ଲଡ଼ ପ୍ରେସର ଜନିତ ରୋଗରେ ଗତ ଶୁକ୍ରବାର ବିଳମ୍ବିତ ରାତିରେ ବାରିପଦା ଜିଲ୍ଲା ଡାକ୍ତରଖାନାରେ ମୃତ୍ୟୁ ବରଣ କରିଛନ୍ତି | ଏ ଖବର ଶୁଣି ରାଇରଙ୍ଗପୁର,…

ଆଠଗଡ ସାହିତ୍ୟ ସମାଜ କବିତା ଆସର ଅନୁଷ୍ଠିତ

Udaya_Labanya | February 5, 2023 | 98 views | 0

ଆଠଗଡ(ଉଲ୍ଲାପ୍ର )ଆଠଗଡ ସାହିତ୍ୟ ସମାଜର କବିତା ଆସର ସ୍ଥାନୀୟ ମହାତ୍ମାଗାନ୍ଧୀ ଇଂରାଜୀ ମିଡ଼ିଅମ ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି,ଉପସଭାପତି ସୁରେଶ ଚନ୍ଦ୍ର ପରିଡାଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଖୁଣ୍ଟୁଣୀ ରାଧାନାଥ ରଥ ବିଜ୍ଞାନ ମହାବିଦ୍ୟାଳୟର ଇତିହାସ ବିଭାଗ…

Leave a Reply

Your email address will not be published. Required fields are marked *

Archives

Categories