କନ୍ଧମାଳ ର ନୂତନ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ଙ୍କ ଦାୟିତ୍ୱ ଗ୍ରହଣ

Udaya_Labanya | June 22, 2022 | 119 views |0 | Breaking News


କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲାରେ ନୂତନ ଜିଲ୍ଲାପାଳ ଭାବେ ଆଶିଷ ଈଶ୍ୱର ପାଟିଲ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି l ସେ ପୂର୍ବରୁ ଥିବା ଜିଲାପାଳ ଡା. ଵୃନ୍ଦା ଡି ଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି lବୃନ୍ଦା ଡି ଙ୍କୁ ଓ ଏସଏମସିଏଲ, ଭୁବେନଶ୍ୱର କୁ ବଦଳି ହୋଇଛି l ଆଶିଷ ଈଶ୍ୱର ପାଟିଲ ଏଥି ପୂର୍ବରୁ ବାଲେଶ୍ୱର ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିଲେ l ଦାୟିତ୍ୱ ଗ୍ରହଣ କରିବା ପରେ ଜ଼ିଲ୍ଲାପାଳ ପାଟିଲ ଙ୍କୁ ପଚାରିବାରେ ଜିଲାର ଜନସାଧାରଣ ଙ୍କ ସର୍ବାଙ୍ଗୀନ ଉନ୍ନତି ପ୍ରତିଦୃଷ୍ଟି ଦେବେ ବୋଲି କହିଛନ୍ତି l ଲୋକଙ୍କ ସମସ୍ୟା ପ୍ରତି ଅଗ୍ରାଧିକାର ଭିତ୍ତି ରେ ଦୃଷ୍ଟି ଦେବେ ବୋଲି ଆହୁରି କହିଥିଲେ l ଆଜି ଦାୟିତ୍ୱ ଗ୍ରହଣ କରିବା ପରେ କନ୍ଧମାଳ ଜିଲ୍ଲା ପ୍ରେସ କ୍ଲବ ପକ୍ଷରୁ ଭେଟି ସ୍ଵାଗତ ସମ୍ବର୍ଧନା ଜଣାଇବା ସହ ଜିଲାର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ l ଜିଲାପାଳ ପାଟିଲ ଗଣ ମାଧ୍ୟମ ର ଆନ୍ତରିକ ସହଯୋଗ କାମନା କରିଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ଘାଟିରେ ଟ୍ରକ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ…

Udaya_Labanya | February 8, 2023 | 4 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୁତ୍ତ ବୁଧବାର ସନ୍ଧ୍ୟାରେ 59ନଂ. ଜାତୀୟ ରାଜପଥରେ କାଠ ଗଣ୍ଡି ପକାଇ ଏକ ଟ୍ରକ କୁ ଅଟକାଇବା ସହ ଡ୍ରାଇଭର ଓ ସେଥିରେ ବସିଥିବା ଜଣେ…

ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ…

Udaya_Labanya | February 8, 2023 | 11 views | 0

ଫୁଲବାଣୀ :-( ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଇକୋ ରିଟ୍ରେଟ ଠାରେ ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଏହି ଅବସର ରେ ବରିଷ୍ଠ ସାମ୍ବାଦିକ ତଥା ସାମାଜ ସେବୀ ଅଶୋକ…

Leave a Reply

Your email address will not be published. Required fields are marked *

Archives

Categories