ପିଟି ହେଲା କାର, ଚାରି ଗୁରୁତର

Udaya_Labanya | June 23, 2022 | 110 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
ଗୁରୁବାର ସକାଳୁ ଭାରସାମ୍ୟ ହରାଇ ପିଟିହେଲା କାର, ଫଳରେ ଏଥିରେ ବସିଥିବା ଚାରି ଜଣ ଯାତ୍ରୀ ଗୁରୁତର ଆହାତ ହୋଇଛନ୍ତି lକାରଟି ବାଲିଗୁଡ଼ା ଅଂଚଳ ରୁ ମୋହନl ଯାଉଥିବା ବେଳେ ଦାରିଙ୍ଗ ବାଡି ର ସର୍ଵନିକେତା ଘାଟିରେ ଘଟିଛି ଦୂର୍ଘଟଣା lସମସ୍ତେ ଗୋଟିଏ ପରିବାର ର ବୋଲି କୁହାଯାଉଛି l ଆହାତ ସମସ୍ତଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଦାରିଂବାଡ଼ି ମେଡିକାଲ ରେ ଚିକିତ୍ସା ପାଇଁ ଭର୍ତ୍ତି କରିଛନ୍ତି l ଖବର ପାଇ ଦାରିଙ୍ଗ ବାଡି ପୋଲିସ ଘଟଣା ସ୍ଥଳ ରେ ପହଂଚି ତଦନ୍ତ କରୁ ଛି l

Share this
  •  
  •  
  •  
  •  
  •  
  •  
  •  

Related Posts

ଘାଟିରେ ଟ୍ରକ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ…

Udaya_Labanya | February 8, 2023 | 4 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୁତ୍ତ ବୁଧବାର ସନ୍ଧ୍ୟାରେ 59ନଂ. ଜାତୀୟ ରାଜପଥରେ କାଠ ଗଣ୍ଡି ପକାଇ ଏକ ଟ୍ରକ କୁ ଅଟକାଇବା ସହ ଡ୍ରାଇଭର ଓ ସେଥିରେ ବସିଥିବା ଜଣେ…

ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ…

Udaya_Labanya | February 8, 2023 | 12 views | 0

ଫୁଲବାଣୀ :-( ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଇକୋ ରିଟ୍ରେଟ ଠାରେ ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଏହି ଅବସର ରେ ବରିଷ୍ଠ ସାମ୍ବାଦିକ ତଥା ସାମାଜ ସେବୀ ଅଶୋକ…

Leave a Reply

Your email address will not be published. Required fields are marked *

Archives

Categories