ନୂତନ ଜିଲ୍ଲାପାଳ ଙ୍କୁ ନିଆରା ଢଙ୍ଗରେ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଲା କନ୍ଧମାଳ କଳା ସଂସ୍କୃତି ସଂଘ

Udaya_Labanya | June 25, 2022 | 104 views |0 | Breaking News


କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ର ନୂତନ ଜ଼ିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କୁ ନିଆରା ଢଙ୍ଗରେ କନ୍ଧମାଳ ଜ଼ିଲ୍ଲା କଳା ସଂସ୍କୃତି ସଂଘ ତରଫରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି l ଏଥିରେ ଜ଼ିଲ୍ଲା ଉପ ସଭାପତି ଅକ୍ଷୟ କୁମାର କର୍ଣ୍ଣ, ଜ଼ିଲ୍ଲା ସଂଯୋଜକ ସରୋଜ କୁମାର ପାତ୍ର ଏବଂ ଉପଦେଷ୍ଠା ସଦାଶିବ ପାତ୍ର ଙ୍କ ସମେତ ୧୨ ଗୋଟି ବ୍ଲକ ର ବ୍ଲକ ଉପ ସଭାପତି ଯୋଗଦେଇଥିଲେ l କଳା ସଂଗଠନ ର କଳାକାର ମାନେ ପାରମ୍ପରିକ ବେଶଭୁଷା ରେ ସଜ୍ଜିତ ହୋଇ ଲୋକନୃତ୍ୟ ମାଧ୍ୟମ ରେ ନୂତନ ଜ଼ିଲ୍ଲାପାଳ ଙ୍କୁ ସ୍ୱାଗତ ଜଣାଇଥିଲେ l ଅନ୍ୟମାନଙ୍କ ମଧ୍ୟରେ ରମେଶ ଚନ୍ଦ୍ର ସାହୁ ପ୍ରମୋଦ ଦଣ୍ଡସେନା, ସରୋଜ କୁମାର ସାହୁ, ଜୁନେସ ପରିଛା, ଶତପଥି ପ୍ରଧାନ, ତ୍ରିନାଥ ପଣ୍ଡା, ଭାଗିରଥି ସାହୁ ଗୋଲକ ବିହାରୀ ମଲ୍ଲିକ, ସଦାନନ୍ଦ ପରାସେଠ, ବରିଷ୍ଠ କଳାକାର ଅଶ୍ୱିନୀ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ଜଗଦିଶ ବେହେରାଙ୍କ ପରଲୋକ

Udaya_Labanya | February 5, 2023 | 3 views |0

ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ବହଳଦା ବ୍ଲକର ବିଂଝୁଆ ଗ୍ରାମର ଜଗଦିଶ ବେହେରାଙ୍କ ସୁଗାର ଓ ବ୍ଲଡ଼ ପ୍ରେସର ଜନିତ ରୋଗରେ ଗତ ଶୁକ୍ରବାର ବିଳମ୍ବିତ ରାତିରେ ବାରିପଦା ଜିଲ୍ଲା ଡାକ୍ତରଖାନାରେ ମୃତ୍ୟୁ ବରଣ କରିଛନ୍ତି | ଏ ଖବର ଶୁଣି ରାଇରଙ୍ଗପୁର,…

ଆଠଗଡ ସାହିତ୍ୟ ସମାଜ କବିତା ଆସର ଅନୁଷ୍ଠିତ

Udaya_Labanya | February 5, 2023 | 107 views | 0

ଆଠଗଡ(ଉଲ୍ଲାପ୍ର )ଆଠଗଡ ସାହିତ୍ୟ ସମାଜର କବିତା ଆସର ସ୍ଥାନୀୟ ମହାତ୍ମାଗାନ୍ଧୀ ଇଂରାଜୀ ମିଡ଼ିଅମ ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି,ଉପସଭାପତି ସୁରେଶ ଚନ୍ଦ୍ର ପରିଡାଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଖୁଣ୍ଟୁଣୀ ରାଧାନାଥ ରଥ ବିଜ୍ଞାନ ମହାବିଦ୍ୟାଳୟର ଇତିହାସ ବିଭାଗ…

Leave a Reply

Your email address will not be published. Required fields are marked *

Archives

Categories