ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

Udaya_Labanya | June 27, 2022 | 149 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ପୋଲିସ ବ୍ରାଉନ ସୁଗାର କାରବାର ମାମଲା ରେ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଫୁଲବାଣୀ ସଦର ଏସ ଡି ପି ଓ ମହେନ୍ଦ୍ର ନାଥ ମୁର୍ମୁ ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି l
ଅଭିଯୁକ୍ତ ଜଣଙ୍କ ଫୁଲବାଣୀ ଅଂଚଳ ର ସ୍ବର୍ଗତ ଭଗବାନ ମହାପାତ୍ର ଙ୍କ ପୁଅ ସପନ ମହାପାତ୍ର lସପନ ପାଖରୁ ପୋଲିସ ୩. ୫ ୯ 0ଗ୍ରାମ ବ୍ରାଉନସୁଗାର ଜବତ କରିଛି l ସପନଖୋରଧା ଅଂଚଳ ରୂ ଆଣିଥିବା କହିଛି l
ଜିଲାରେ ବ୍ରାଉନ ସୁଗାର ମାମଲା ପ୍ରଥମ ବୋଲି କୁହାଯାଉଛି l
ପୋଲିସ 103/27/06/22ଧାରା 21(a)ଆକ୍ଟ ରେ ମାମଲା ରୁଜୁ କରି ଘଟଣା ର ଅଧିକ ତଦନ୍ତ କରୁଛି l

Share this
  •  
  •  
  •  
  •  
  •  
  •  
  •  

Related Posts

ଘାଟିରେ ଟ୍ରକ ଅଟକାଇ ଡ୍ରାଇଭର ଓ ଶିକ୍ଷକଙ୍କୁ…

Udaya_Labanya | February 8, 2023 | 4 views |0

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପାଙ୍ଗା ଘାଟିରେ କେତେକ ଦୁର୍ବୁତ୍ତ ବୁଧବାର ସନ୍ଧ୍ୟାରେ 59ନଂ. ଜାତୀୟ ରାଜପଥରେ କାଠ ଗଣ୍ଡି ପକାଇ ଏକ ଟ୍ରକ କୁ ଅଟକାଇବା ସହ ଡ୍ରାଇଭର ଓ ସେଥିରେ ବସିଥିବା ଜଣେ…

ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ…

Udaya_Labanya | February 8, 2023 | 12 views | 0

ଫୁଲବାଣୀ :-( ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଇକୋ ରିଟ୍ରେଟ ଠାରେ ପତ୍ରକାର ବନ୍ଧୁମାନଙ୍କ ଚିନ୍ତନ ବୈଠକ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା lଏହି ଅବସର ରେ ବରିଷ୍ଠ ସାମ୍ବାଦିକ ତଥା ସାମାଜ ସେବୀ ଅଶୋକ…

Leave a Reply

Your email address will not be published. Required fields are marked *

Archives

Categories