#Breaking News

ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ


ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ପୋଲିସ ବ୍ରାଉନ ସୁଗାର କାରବାର ମାମଲା ରେ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଫୁଲବାଣୀ ସଦର ଏସ ଡି ପି ଓ ମହେନ୍ଦ୍ର ନାଥ ମୁର୍ମୁ ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି l
ଅଭିଯୁକ୍ତ ଜଣଙ୍କ ଫୁଲବାଣୀ ଅଂଚଳ ର ସ୍ବର୍ଗତ ଭଗବାନ ମହାପାତ୍ର ଙ୍କ ପୁଅ ସପନ ମହାପାତ୍ର lସପନ ପାଖରୁ ପୋଲିସ ୩. ୫ ୯ 0ଗ୍ରାମ ବ୍ରାଉନସୁଗାର ଜବତ କରିଛି l ସପନଖୋରଧା ଅଂଚଳ ରୂ ଆଣିଥିବା କହିଛି l
ଜିଲାରେ ବ୍ରାଉନ ସୁଗାର ମାମଲା ପ୍ରଥମ ବୋଲି କୁହାଯାଉଛି l
ପୋଲିସ 103/27/06/22ଧାରା 21(a)ଆକ୍ଟ ରେ ମାମଲା ରୁଜୁ କରି ଘଟଣା ର ଅଧିକ ତଦନ୍ତ କରୁଛି l

Leave a comment

Your email address will not be published. Required fields are marked *