କ. ନୂଆଗାଁ ଜଙ୍ଗଲ ବିଭାଗ ପକ୍ଷରୁ ୭୩ ତମ ବନ ମହୋତ୍ସବ

Udaya_Labanya | July 4, 2022 | 27 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅଧିନସ୍ଥ k. ନୂଆଗାଁବନ ବିଭାଗ ରେଞ୍ଜ ପକ୍ଷରୁ ୭୩ ତମ ବନମହୋତ୍ସବ ପାଳିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ଯୋଗଦେଇ ଥିବା ବେଳେ ରେଞ୍ଜ ଅଫିସ ର ରବୀନ୍ଦ୍ର ପାତ୍ର ଜଙ୍ଗଲ ସୁରକ୍ଷା କରିବା ସହ ଅଧିକ ରୂ ଅଧିକ ବୃକ୍ଷରୋପଣ କରିବାଲାଗି
ପରାମର୍ଶ ଦେଇଥିଲେ lସେହିପରି
ଜଙ୍ଗଲ ରେ ନିଆଁ ନଲଗାଇବା ବନ୍ୟ ଜନ୍ତୁ ର ସୁରକ୍ଷା କରିବାନେଇ ସଚେତନ କରିଥିଲେ lଆଉ ପ୍ରତ୍ୟେକ ଲୋକ ନିଜ ଜୀବନ କାଳରେ କିଛିକିଛି ଗଛ ଲଗାଇଵା ସହ ତାକୁ ବଞ୍ଚାଇରଖିଲେ ଭବିଷ୍ୟ ପିଢ଼ି ପରିବେଶ ପ୍ରଦୂଷଣ ରୂ ରକ୍ଷା ପାଇବେ ବୋଲି ରେଞ୍ଜ ଅଫିସର ପାତ୍ର କହିଥିଲେ lଏହି କାର୍ଯ୍ୟକ୍ରମ ରେ ଛାତ୍ର, ଛାତ୍ରୀ, ଅବିଭାବକ, ଶିକ୍ଷକ ଶିକ୍ଷୟତ୍ରୀ ବନ ବିଭାଗ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ବୃକ୍ଷ ରୋପଣ କରିଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ବୁଦ୍ଧିଜୀବୀ ସମ୍ମିଳନୀଓ ରକ୍ଷା ବନ୍ଧନ ଉତ୍ସବ ଅନୁଷ୍ଠିତ

Udaya_Labanya | August 11, 2022 | 33 views |0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଆନୁକୁଲ୍ୟରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଓ ସ୍ୱାଧୀନତାର ଅମୃତ ମହୋତ୍ସବର ଶୁଭ ଉଦଘାଟନ ହୋଇ ଯାଇଛି lସକlଳେ ଶିଶୁମାନଙ୍କ ଦ୍ୱାରା ଗୋପୁଜାନ, ରକ୍ଷାବନ୍ଧନ, ପଞ୍ଚସ୍ତରୀ ଟି…

ଶିକ୍ଷା ଅଧିକାର ସମ୍ପର୍କିତ ସଚେତନତା

Udaya_Labanya | August 11, 2022 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )ବୁଧବାର ତୁଡିପାଜୁ ସ୍ଥିତଜବାହର ନବୋଦୟ ବିଦ୍ୟାଳୟ ରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ କରାଯାଇ ଥିଲା l ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ ଶ୍ରୀମତୀ ‌ଅନୁଶିଳା ର lଏ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଜୁଭେନାଇଲ…

Leave a Reply

Your email address will not be published. Required fields are marked *

Archives

Categories