କ. ନୂଆଗାଁ ଜଙ୍ଗଲ ବିଭାଗ ପକ୍ଷରୁ ୭୩ ତମ ବନ ମହୋତ୍ସବ

Udaya_Labanya | July 4, 2022 | 118 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅଧିନସ୍ଥ k. ନୂଆଗାଁବନ ବିଭାଗ ରେଞ୍ଜ ପକ୍ଷରୁ ୭୩ ତମ ବନମହୋତ୍ସବ ପାଳିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ଯୋଗଦେଇ ଥିବା ବେଳେ ରେଞ୍ଜ ଅଫିସ ର ରବୀନ୍ଦ୍ର ପାତ୍ର ଜଙ୍ଗଲ ସୁରକ୍ଷା କରିବା ସହ ଅଧିକ ରୂ ଅଧିକ ବୃକ୍ଷରୋପଣ କରିବାଲାଗି
ପରାମର୍ଶ ଦେଇଥିଲେ lସେହିପରି
ଜଙ୍ଗଲ ରେ ନିଆଁ ନଲଗାଇବା ବନ୍ୟ ଜନ୍ତୁ ର ସୁରକ୍ଷା କରିବାନେଇ ସଚେତନ କରିଥିଲେ lଆଉ ପ୍ରତ୍ୟେକ ଲୋକ ନିଜ ଜୀବନ କାଳରେ କିଛିକିଛି ଗଛ ଲଗାଇଵା ସହ ତାକୁ ବଞ୍ଚାଇରଖିଲେ ଭବିଷ୍ୟ ପିଢ଼ି ପରିବେଶ ପ୍ରଦୂଷଣ ରୂ ରକ୍ଷା ପାଇବେ ବୋଲି ରେଞ୍ଜ ଅଫିସର ପାତ୍ର କହିଥିଲେ lଏହି କାର୍ଯ୍ୟକ୍ରମ ରେ ଛାତ୍ର, ଛାତ୍ରୀ, ଅବିଭାବକ, ଶିକ୍ଷକ ଶିକ୍ଷୟତ୍ରୀ ବନ ବିଭାଗ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ବୃକ୍ଷ ରୋପଣ କରିଥିଲେ l

Share this

Related Posts

ତୁମୁଡିବନ୍ଧ ହାଟପିଣ୍ଡିରେ କୁଢ଼ କୁଢ଼ ଗୋବର ଓ…

Udaya_Labanya | March 22, 2023 | 4 views |0

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ପଞ୍ଚାୟତ ସ୍ଥିତ ହାଟପଦା ସ୍ଥଳରେ ସୋମବାର ଦିନ ସାପ୍ତାହିକ ହାଟରେ ଦେଖିବାକୁ ମିଳିଛି କୁଡ଼ କୁଡ଼ ଅଳିଆ ଆବର୍ଜନା lସୋମବାର ଦିନ ତୁମୁଡିବନ୍ଧ ପଞ୍ଚାୟତ ରେ ସାପ୍ତାହିକ ହାଟ ଥିବା…

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା: ଜଣେ…

Udaya_Labanya | March 22, 2023 | 5 views | 0

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର ଜାଲେଶପଟ୍ଟା ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କାହେବା ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା…

Leave a Reply

Your email address will not be published. Required fields are marked *

Archives

Categories