ପ୍ରେସ କ୍ଲୁବ ଓ ଫୁଲବାଣୀ ଜଙ୍ଗଲ ବିଭାଗ ରେଞ୍ଜ ପକ୍ଷରୁ ବୃକ୍ଷ ରୋପଣ

Udaya_Labanya | July 31, 2022 | 40 views |1 | Breaking News

ଫୁଲବାଣ(ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ଫୁଲବାଣୀ ବନଖଣ୍ଡ ଅଧିନସ୍ଥ ଫୁଲବାଣୀ ବନ ବିଭାଗ ରେଞ୍ଜ ପକ୍ଷରୁ ରବିବାର ଵୃଦ୍ଧାଶ୍ରମ ରାସ୍ତା ରେ ବିଭିନ୍ନ କିସମ ର ବୃକ୍ଷ ରୋପଣ କରାଯାଇଥିଲା l
ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ପ୍ରେସ କ୍ଲୁବ ସଭାପତି ସୁନୀଲ ପଟନାୟକ, ବରିଷ୍ଠ ସାମ୍ବାଦିକ ଫିଲିମୋହୋନ ନାୟକ, ସୁବାସ ପ୍ରଧାନ, ଅଜିତ ମହାରଣା, ସନ୍ତୋଷ ଦିଗଲ, ସ ମ୍ପାଦକ ପ୍ରଶାନ୍ତ ବେହେରା, ଉପସଭାପତି ସତ୍ୟ ନାରାୟଣ ବେହେରା, ସୁ ନିଲବିଶ୍ୱାଳ,ସହସଂପାଦକ ରମେଶ ପ୍ରଧାନ, ସୂର୍ଯ୍ୟ ବେହେରା, ଆଦିତ୍ୟ ତ୍ରିପାଠି, ଭି ଭି ଶଙ୍କର, ବିମଳ ବେହେରା, ବୈଦ୍ୟ ବେହେରା, ବୈଦ୍ୟ ନାୟକ, ଶିବ ନାୟକ, ରାଧା ମୋହନ ମହାପାତ୍ର, ଅଶୋକ ମହାନ୍ତି, ନାରାୟଣ ସାହୁ, ବିଜୟ ମହାନ୍ତି,ଶିବାନନ୍ଦ ପଟନାୟକ, ଜୟ ସେନ ପରିଡ଼ା, ପ୍ରମୁଖ ଯୋଗ ଦେଇ ବୃକ୍ଷ ରୋପଣ କରିବା ସହ ଜଙ୍ଗଲ ସୁରକ୍ଷା ନେଇ ସଚେତନ କରିଥିଲେ ସେହିପରିବନ ବିଭାଗ କର୍ମଚାରୀ ପ୍ରେମାନନ୍ଦ ପlତ୍ର ଯୋଗ ଦେଇ
ଜଙ୍ଗଲ ରେ ନିଆଁ ନଲଗାଇବା ବନ୍ୟ ଜନ୍ତୁ ର ସୁରକ୍ଷା କରିବାନେଇ ସଚେତନ କରିଥିଲେ lଆଉ ପ୍ରତ୍ୟେକ ଲୋକ ନିଜ ଜୀବନ କାଳରେ କିଛିକିଛି ଗଛ ଲଗାଇଵା ସହ ତାକୁ ବଞ୍ଚାଇରଖିଲେ ଭବିଷ୍ୟ ପିଢ଼ି ପରିବେଶ ପ୍ରଦୂଷଣ ରୂ ରକ୍ଷା ପାଇବେ ବୋଲି ମଧ୍ୟ କହିଥିଲେ l
ଏଭଳି କାର୍ଯ୍ୟକ୍ରମ ଆଗାମୀ ଦିନରେ ଜାରିରହିବ ବୋଲି ସଭାପତି ସୁନୀଲ ପଟନାୟକ କହିଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ଓଡିଶା ନାଟ୍ୟସଂଘ ର ୩୫ ତମ ପ୍ରତିଷ୍ଠା…

Udaya_Labanya | September 27, 2022 | 7 views |0

ଫୁଲବାଣୀ (ସୁନୀଲ ପଟନାୟକ ସୋମବାର ଫୁଲବାଣୀ ପ୍ରେସ କ୍ଲବ ଠାରେ ଜିଲାର ଅଗ୍ରଣୀକଳା ଓ ସଂସ୍କୃତି ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ଓଡିଶା ନାଟ୍ୟ ସଙ୍ଘ ର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା lଏହି ଅବସର ରେ…

ଅସହାୟ ରଂଜିତ ଙ୍କୁ ଆବାସ ଘର ମିଳିବ…

Udaya_Labanya | September 27, 2022 | 6 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତଵିଶିପଡା ପଂଚାୟତ ଅନ୍ତର୍ଗତ ଆଶୀରିସହି ଗ୍ରାମର ରଂଜିତ କୁମାର ବେହେରା lଝାଟିମାଟି କୁଡ଼ିଆ ଘରେ ପଲିଥିନ ପକାଇ ବର୍ଷ ବର୍ଷ ଧରି ରହି ଆସୁଥିଲେ ମଧ୍ୟ ତାଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ…

Leave a Reply

Your email address will not be published. Required fields are marked *

Archives

Categories