ସି ଡି ଏମ ଓ ଙ୍କ ସହ କନ୍ଧମାଳ ଜିଲ୍ଲା ବରିଷ୍ଠ ନାଗରିକ ସଙ୍ଘ କର୍ମକର୍ତା ଙ୍କ ଆଲୋଚନା

Udaya_Labanya | August 5, 2022 | 174 views |0 | Breaking News


ଫୁଲବାଣୀ(ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ସଦରମହକୁମା ଫୁଲବାଣୀ ରକିଛି ବରିଷ୍ଠ ନାଗରିକମାନେ ଜିଲା ମୂଖ୍ୟ ଚିକିତ୍ସା ଅଧିକାରୀ ଙ୍କ ସହ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ l
ଜିଲା ର ଲୋକମାନେ ଯେପରି ଉନ୍ନତ ମାନର ସ୍ୱାସ୍ଥ୍ୟ ସେବା ପାଇବେ ସେଥିପାଇଁ ଦ୍ରୁଷ୍ଟି ଦେବାଲାଗି ଅନୁରୋଧ କରିଥିଲେ l
ବିଭିନ୍ନ ସମୟରେ ବରିଷ୍ଠ ନାଗରିକ ମାନଙ୍କ ପାଈଁ ମାଗଣା ସ୍ୱାସ୍ଥ୍ୟ ଶିବିର ମାନ ଆୟୋଜନ କରିବା ଲାଗି କହିଥିଲେl
ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ସାମ୍ବାଦିକ ତଥା ସମାଜସେବୀ ଓ ମିଳିତ ନାଗରିକ ମଞ୍ଚ ସଭାପତି ଡ଼ଃ. ଅରୂପ କୁମାର ଜେନା, ପ୍ରଣବ ମଣ୍ଡଳ, ହେମନ୍ତ ମହାନ୍ତି, ଶ୍ରୀ ରଥ ପ୍ରମୁଖ ଉପସ୍ଥିତ ରହି ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ l
ସି ଡି ଏମ ଓ ମଧ୍ୟ ବରିଷ୍ଠ ନାଗରିକ ମାନଙ୍କୁ ସମସ୍ତ ପ୍ରକାର ସହଯୋଗ କରିବେ ବୋଲି ପ୍ରତିଶୃତି ଦେଇଥିଲେ l

Share this

Related Posts

ଦାବି ପୂରଣ ନେଇ ପାଚିକା ସଂଘ ର୍…

Udaya_Labanya | September 27, 2023 | 4 views |0

ଫୁଲବାଣୀ - (ସୁନୀଲ ପଟ୍ଟନାୟକ)ସରକାର ପାଚିକା ଓ ସହାୟିକା ମାନଙ୍କୁ ବିଭିନ୍ନ୍ ସମୟରେ ଦରମା ବୃଦ୍ଧି କରିବାକୁ ପ୍ରତିଶ୍ରୁତି ଦେଇ ପରବର୍ତ୍ତୀ ସମୟରେ ପ୍ରତାରଣା କରୁଥିବା ରୁ ପାଚିକା ସଂଘ ପକ୍ଷ୍ୟରୁ ଫୁଲବାଣୀ ଠାରେ ବିଭିନ୍ନ୍ ଦାବି ପୂରଣ ନେଇ ରାଲି…

କନକ କୁମାର ମାଝୀ ନୂତନ ଟାଉନ୍ ଥାନା…

Udaya_Labanya | September 27, 2023 | 9 views | 0

ଫୁଲବାଣୀ (ସୁନୀଲ ପଟ୍ଟନାୟକ)କନକ କୁମାର ମାଝୀ ଫୁଲବାଣୀ ଟାଉନ୍ ଥାନା ର୍ ନୂତନ ଥାନା ଅଧିକାରୀ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି l ଫଳରେ ବିଭିନ୍ନ୍ ସଂଗଠନ ପକ୍ଷରୁ ନୂତନ ଥାନା ଅଧିକାରୀ ମାଝୀ ଙ୍କୁ ସ୍ୱାଗତ୍ ସମ୍ବର୍ଦ୍ଧନା ଦିଆଯାଇଥିଲା lଗୃହ…

Leave a Reply

Your email address will not be published. Required fields are marked *

Archives

Categories