ବିଦ୍ୟାଳୟରେ ପୁସ୍ତକ ବିତରଣ କାର୍ଯ୍ୟକ୍ରମ

Udaya_Labanya | August 7, 2022 | 13 views |1 | Breaking News


ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ କୁଡୁତୁଲି ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ପୁସ୍ତକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୁଡୁତୁଲି ପଞ୍ଚାୟତ ନୂତନ ସରପଞ୍ଚ ଶ୍ରୀଚନ୍ଦ୍ର ମଲିକ ଯୋଗ ଦେଇ ପ୍ରଥମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କୁ ମାଗଣାରେ ପୁସ୍ତକ ବଣ୍ଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍କୁଲ୍ ସଭାପତି ସୁଜିତ ବେହର ଦଳାଇ, ପ୍ରଧାନ ଶିକ୍ଷୟିତ୍ରୀ କ଼ୁମାରୀ ପୁନମ୍ ପ୍ରମୁଖ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ।

Share this
  •  
  •  
  •  
  •  
  •  
  •  
  •  

Related Posts

ମୁଣ୍ଡାଗାଁ ରେ ବଜ୍ରପାତ, ୩ ଛାତ୍ର ଗୁରୁତର

Udaya_Labanya | October 6, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ବୁଧବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ମୁଣ୍ଡାଗାଁ ଅଂଚଳ ର ୩ ଜଣ ଛାତ୍ର ମୋବାଇଲ ଇଣ୍ଟର୍ନେଟ ଦେଖିବାପାଇଁ ମୁଣ୍ଡାଗାଁ ପାହାଡ଼ କୁ ଯାଇଥିବା ବେଳେ ସନ୍ଧ୍ୟା ରେ ହଟାତ ବଜ୍ରପାତ ହୋଇଥିଲା ଫଳରେ ୩…

ବିଜୟ ନାୟକ କନ୍ଧମାଳ ଜିଲ୍ଲା ନୂତନ ପର୍ଯ୍ୟବେକ୍ଷକ

Udaya_Labanya | October 6, 2022 | 7 views | 0

ଫୁଲବାଣୀ (ସୁନୀଲ ପଟନାୟକ )ରାଜ୍ୟ ରେ ବିଯୁଜନତା ଦଳ ପକ୍ଷରୁ ରାଜ୍ୟର ସମସ୍ତ ସାଙ୍ଗଠନିକ ଜିଲ୍ଲା ରେ ନୂତନ ପର୍ଯ୍ୟବେକ୍ଷକ ନିଯୁକ୍ତି ଦିଆଯାଇଛି lଏହି ପ୍ରରିପେକ୍ଷୀରେ କନ୍ଧମାଳ ଜିଲ୍ଲା ପାଇଁ ବିଜେଡିନେତା ବିଜୟ ନାୟକ ଙ୍କୁ ଦଳ ନୂତନ ଭାବେ ନିଯୁକ୍ତି…

Leave a Reply

Your email address will not be published. Required fields are marked *

Archives

Categories