କନ୍ଧମାଳ ଦାରିଂବାଡ଼ି ରେ କଂଗ୍ରେସ ର ଗୌରବ ଯାତ୍ରା

Udaya_Labanya | August 9, 2022 | 66 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଅ ଗଷ୍ଟ 9କ୍ରାନ୍ତି ଦିଵସ ଅବସରରେ ଦାରିଂବାଡ଼ି ଠାରେ ତ୍ୟାଗ ଓ ବଳିଦାନ ର ୭୫ ବର୍ଷ ଅବସରରେ ଡ଼ିସିସି ସଭାପତି ଅନାମ ନାୟକ ଙ୍କ ନେତୃତ୍ୱରେ ସ୍ୱାଧୀନତାର ଗୌରବ ଯାତ୍ରା ଅନୁଷ୍ଠତ ହୋଇଥିଲା l
ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ଅଭିମନ୍ୟୁ ବେହେରା, ଯୁବନେତା ରଜତ ମହାନ୍ତି, ପିସିସି ସମ୍ପାଦକ ଚନ୍ଦ୍ରଶେଖର ପରିଡ଼ା, ପୂର୍ବତନ ବ୍ଲକ ଅଧ୍ୟକ୍ଷା ତଥା ଜିଲ୍ଲା ମହିଳା କଂଗ୍ରେସ ସଭାପତି ରୁଦା ମଲିକ, ପୂର୍ବତନ ବିଧାୟିକା ଶ୍ରୀମତୀ ଅଜୟନ୍ତୀ ପ୍ରଧାନ, ପ୍ରଭାରୀ କୁମାର ଚିରଞ୍ଜିବି ପ୍ରମୁଖଙ୍କ ସମେତ ଶତାଧିକ ନେତା ଓ କର୍ମୀ ଉପସ୍ଥିତ ଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗ: ଯୁବକ…

Udaya_Labanya | December 5, 2022 | 2 views |0

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଂଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିକିଛି। ଜଣେ ୧୭ ବର୍ଷର ନାବାଳିକାକୁ ବିବାହର ପ୍ରତିଶୃତି ଦେଇ ପ୍ରଥମେ ଅପହରଣ ଓ ପରେ ଦୁଷ୍କର୍ମ କରିଥିବା ଅଭିଯୋଗରେ ଜଣେ ୨୧ ବର୍ଷର…

ଆଇନ ସେବା ପ୍ରାଧିକରଣ ସଚିବ ଲୋକଙ୍କ ସୁବିଧା…

Udaya_Labanya | December 5, 2022 | 2 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ‌ଚକାପାଦ‌ ବ୍ଳକ ଅନ୍ତର୍ଗତ ବେହେରା ଗାଁ ପଞ୍ଚାୟତ ର ‌ଲଣ୍ଡାପାଜୁ‌ ଗାଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ ‌ ଶ୍ରୀମତୀ ‌ଅନୁଶିଳା ରୟଶନିବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ବେହେରାଗାଁ…

Leave a Reply

Your email address will not be published. Required fields are marked *

Archives

Categories