କଳିଙ୍ଗା ରେ କାର ଓଲଟାଇଲା, ୩ ଆହତ

Udaya_Labanya | August 10, 2022 | 47 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା କଳିଙ୍ଗା ଡି ଏ ଭି ସ୍କୁଲ ନିକଟରେ ବାଲିଗୁଡା ରୁ ବ୍ରହ୍ମପୁର ଯାଉଥିବା ଏକ ସ୍ବିଫ୍ଟ ଡ଼ିଜାଇର କାର ଭାରସାମ୍ୟ ହରାଇ ଓଲଟି ପଡିବା ଫଳରେ ଏଥିରେ ବସିଥିବା ତିନିଜଣ ଯାତ୍ରୀ ଗୁରୁତସର ଆହତ ହୋଇଛନ୍ତି l ସେମାନେ ହେଲେ ଆଶା ଲତା ପତି ୮ ୫, ସଞ୍ଜିତା ପତି( ଚାଳିଶ,)ଓ ଜଣେ ତେର ବର୍ଷ ର ଛୁଆ ଅଛନ୍ତି l
ଖବର ପାଇ ଜି. ଉଦୟଗିରି ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳ ରେ ପହଂଚି ଆହତ ମାନଙ୍କୁ ଉଦ୍ଧାରକରି ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା କୁ ପଠାଇଥିଲେ lଆହତ ସମସ୍ତେ ବାଲି ଗୁଡା ଅଂଚଳର ବୋଲି କୁହାଯାଉଛି l
ଦୂର୍ଘଟଣା ଗ୍ରସ୍ତ କାର ନମ୍ବର ଓ ଡି 02-bp 7076.
ଜି ଉଦୟଗିରି ପୋଲିସ ଘଟଣାର ତଦନ୍ତ କରୁଛି l

Share this
  •  
  •  
  •  
  •  
  •  
  •  
  •  

Related Posts

ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗ: ଯୁବକ…

Udaya_Labanya | December 5, 2022 | 2 views |0

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଂଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିକିଛି। ଜଣେ ୧୭ ବର୍ଷର ନାବାଳିକାକୁ ବିବାହର ପ୍ରତିଶୃତି ଦେଇ ପ୍ରଥମେ ଅପହରଣ ଓ ପରେ ଦୁଷ୍କର୍ମ କରିଥିବା ଅଭିଯୋଗରେ ଜଣେ ୨୧ ବର୍ଷର…

ଆଇନ ସେବା ପ୍ରାଧିକରଣ ସଚିବ ଲୋକଙ୍କ ସୁବିଧା…

Udaya_Labanya | December 5, 2022 | 2 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ‌ଚକାପାଦ‌ ବ୍ଳକ ଅନ୍ତର୍ଗତ ବେହେରା ଗାଁ ପଞ୍ଚାୟତ ର ‌ଲଣ୍ଡାପାଜୁ‌ ଗାଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ ‌ ଶ୍ରୀମତୀ ‌ଅନୁଶିଳା ରୟଶନିବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ବେହେରାଗାଁ…

Leave a Reply

Your email address will not be published. Required fields are marked *

Archives

Categories