ଜଗା ହାତରେ ତା ଭଉଣୀ ବାନ୍ଧିଛି ରାକ୍ଷୀ

Udaya_Labanya | August 11, 2022 | 166 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
ଆଜି ହେଉଛିପବିତ୍ର ରକ୍ଷା ବନ୍ଧନ l ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧି ଜୀବନ ସାରା ଭାଇ ଠାରୁ ସୁରକ୍ଷାର ବଚନ ନେଇଥାଏ l ଫୁଲବାଣୀ ରେ ଯୋଡ଼ା ମୁଣ୍ଡ ଶିଶୁ ଜଗା ହାତରେ ରାକ୍ଷୀ ବାନ୍ଧିଛି ତାର ସୁନା ଭଉଣୀ ସୁଭଦ୍ରା l ଜଗା ନିଜ ଭଉଣୀ ଠାରୁ ରାକ୍ଷୀ ବାନ୍ଧିବା ପରେ ବେଶ୍ ଖୁସି ଅନୁଭବ କରିଥିଲା l ଜଗାକୁ ଛାଡି କାଳିଆ ଚାଲିଯିବା ପରେ ଜଗା ଘରକୁ ସାନ ଭଉଣୀ ସୁଭଦ୍ରା ଆସିଥିଲା ତାକୁ ଦେଖି ଜଗା ବହୁତ ଖୁସି ହୋଇଥିଲା କାଳିଆ ର ବିୟୋଗ ପରେ ଜଗା ମନରେ ଦୁଖଃ ଥିଲା ଭଉଣୀ କୁ ପାଇ ଜଗା ସେହି ଦୁଃଖକୁ ଭୁଲିଯାଇଥିଲା l ଆଜି ରକ୍ଷା ବନ୍ଧନରେ ଭଉଣୀ ହାତରୁ ରଖି ପିନ୍ଧି ଜାଗା ବେଶ୍ ଖୁସି ହୋଇ ଥିବା ଜଗା ର ମା ପୁଷ୍ପାଞ୍ଜଳି କହଁର ଓ ବାପା ଭୂୟାଁ କହଁର କହିଛନ୍ତି l

Share this
  •  
  •  
  •  
  •  
  •  
  •  
  •  

Related Posts

ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗ: ଯୁବକ…

Udaya_Labanya | December 5, 2022 | 2 views |0

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଂଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିକିଛି। ଜଣେ ୧୭ ବର୍ଷର ନାବାଳିକାକୁ ବିବାହର ପ୍ରତିଶୃତି ଦେଇ ପ୍ରଥମେ ଅପହରଣ ଓ ପରେ ଦୁଷ୍କର୍ମ କରିଥିବା ଅଭିଯୋଗରେ ଜଣେ ୨୧ ବର୍ଷର…

ଆଇନ ସେବା ପ୍ରାଧିକରଣ ସଚିବ ଲୋକଙ୍କ ସୁବିଧା…

Udaya_Labanya | December 5, 2022 | 2 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ‌ଚକାପାଦ‌ ବ୍ଳକ ଅନ୍ତର୍ଗତ ବେହେରା ଗାଁ ପଞ୍ଚାୟତ ର ‌ଲଣ୍ଡାପାଜୁ‌ ଗାଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ ‌ ଶ୍ରୀମତୀ ‌ଅନୁଶିଳା ରୟଶନିବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ବେହେରାଗାଁ…

Leave a Reply

Your email address will not be published. Required fields are marked *

Archives

Categories