ଫୁଲବାଣୀ ସହର ଶଶୀ ଦୋକାନ ଛକ ରେ ବାଇକ ଦୂର୍ଘଟଣା, ଚାରି ଆହତ

Udaya_Labanya | August 11, 2022 | 52 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
ଫୁଲବାଣୀ ସହର ଏସପି ବାସଭବନ ନିକଟ ଶଶୀ ଦୋକାନ ଛକ ରେ ବୁଧବାରବିଳମ୍ବିତ ରାତିରେ ବାଇକ ଦୂର୍ଘଟଣା ରେ ଚାରି ଜଣ ଯୁବକ ଗୁରୁତର ଆହତ ହୋଇଥିବା ଜଣା ପଡ଼ିଛି l
ଝିପି ଝିପି ବର୍ଷା ରେ ଦ୍ରୁତ ଗତିରେ ବାଇକ ଚାଳନା ଦୁଘଟଣା ର କାରଣ ବୋଲି କୁହାଯାଉଛି l
ଆହତ ମାନଙ୍କୁ ଚିକିତ୍ସା ପାଈଁ ସଦରମହକୁମା ଡାକ୍ତରଖାନା ରେ ଭର୍ତ୍ତି କରାଯାଇଛି l
ଆହତ ଯୁବକ ମାନଙ୍କ ପରିଚୟ ମିଳିନି ଏଯାଏ l

Share this
  •  
  •  
  •  
  •  
  •  
  •  
  •  

Related Posts

ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗ: ଯୁବକ…

Udaya_Labanya | December 5, 2022 | 2 views |0

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଂଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିକିଛି। ଜଣେ ୧୭ ବର୍ଷର ନାବାଳିକାକୁ ବିବାହର ପ୍ରତିଶୃତି ଦେଇ ପ୍ରଥମେ ଅପହରଣ ଓ ପରେ ଦୁଷ୍କର୍ମ କରିଥିବା ଅଭିଯୋଗରେ ଜଣେ ୨୧ ବର୍ଷର…

ଆଇନ ସେବା ପ୍ରାଧିକରଣ ସଚିବ ଲୋକଙ୍କ ସୁବିଧା…

Udaya_Labanya | December 5, 2022 | 2 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ‌ଚକାପାଦ‌ ବ୍ଳକ ଅନ୍ତର୍ଗତ ବେହେରା ଗାଁ ପଞ୍ଚାୟତ ର ‌ଲଣ୍ଡାପାଜୁ‌ ଗାଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ ‌ ଶ୍ରୀମତୀ ‌ଅନୁଶିଳା ରୟଶନିବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ବେହେରାଗାଁ…

Leave a Reply

Your email address will not be published. Required fields are marked *

Archives

Categories