#Breaking News

ଜଗା ହାତରେ ତା ଭଉଣୀ ବାନ୍ଧିଛି ରାକ୍ଷୀ


ଫୁଲବାଣୀ (ସୁନୀଲ ପଟନାୟକ )
ଆଜି ହେଉଛିପବିତ୍ର ରକ୍ଷା ବନ୍ଧନ l ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧି ଜୀବନ ସାରା ଭାଇ ଠାରୁ ସୁରକ୍ଷାର ବଚନ ନେଇଥାଏ l ଫୁଲବାଣୀ ରେ ଯୋଡ଼ା ମୁଣ୍ଡ ଶିଶୁ ଜଗା ହାତରେ ରାକ୍ଷୀ ବାନ୍ଧିଛି ତାର ସୁନା ଭଉଣୀ ସୁଭଦ୍ରା l ଜଗା ନିଜ ଭଉଣୀ ଠାରୁ ରାକ୍ଷୀ ବାନ୍ଧିବା ପରେ ବେଶ୍ ଖୁସି ଅନୁଭବ କରିଥିଲା l ଜଗାକୁ ଛାଡି କାଳିଆ ଚାଲିଯିବା ପରେ ଜଗା ଘରକୁ ସାନ ଭଉଣୀ ସୁଭଦ୍ରା ଆସିଥିଲା ତାକୁ ଦେଖି ଜଗା ବହୁତ ଖୁସି ହୋଇଥିଲା କାଳିଆ ର ବିୟୋଗ ପରେ ଜଗା ମନରେ ଦୁଖଃ ଥିଲା ଭଉଣୀ କୁ ପାଇ ଜଗା ସେହି ଦୁଃଖକୁ ଭୁଲିଯାଇଥିଲା l ଆଜି ରକ୍ଷା ବନ୍ଧନରେ ଭଉଣୀ ହାତରୁ ରଖି ପିନ୍ଧି ଜାଗା ବେଶ୍ ଖୁସି ହୋଇ ଥିବା ଜଗା ର ମା ପୁଷ୍ପାଞ୍ଜଳି କହଁର ଓ ବାପା ଭୂୟାଁ କହଁର କହିଛନ୍ତି l

Leave a comment

Your email address will not be published. Required fields are marked *