ଫୁଲବାଣୀ ରେ କଂଗ୍ରେସ ର ଗୌରବ ଯାତ୍ରା

Udaya_Labanya | August 14, 2022 | 16 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଆଜି ରବିବାର ତ୍ୟାଗ ଓ ବଳିଦାନ ର ୭୫ ବର୍ଷ ଅବସରରେ ଏକ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା l
ଡ଼ିସିସି ସଭାପତି ଅନାମ ନାୟକ ଙ୍କ ନେତୃତ୍ୱରେ ସ୍ୱାଧୀନତାର ଗୌରବ ଯାତ୍ରା ଅନୁଷ୍ଠତ ହୋଇଥିଲା l
ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ଅଭିମନ୍ୟୁ ବେହେରା,ବରିଷ୍ଠ କଂଗ୍ରେସ ନେତା ହେମନ୍ତ କର, ଯୁବନେତା ସଂସାରୀ ଭୋଇ , ପିସିସି ସମ୍ପାଦକ ଚନ୍ଦ୍ରଶେଖର ପରିଡ଼ା,ଯୁବ କଂଗ୍ରେସ ସଭାପତି ବସନ୍ତ କୁମାର ପାଢ଼ୀ, ହିମାଳୟ ତ୍ରିପାଠୀ, ଓ ପ୍ରଭାରୀ
ପ୍ରମୁଖଙ୍କ ସମେତ ଶତାଧିକ ନେତା ଓ କର୍ମୀ ଉପସ୍ଥିତ ଥିଲେ l

Share this

Related Posts

ତୁମୁଡିବନ୍ଧ ହାଟପିଣ୍ଡିରେ କୁଢ଼ କୁଢ଼ ଗୋବର ଓ…

Udaya_Labanya | March 22, 2023 | 4 views |0

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ପଞ୍ଚାୟତ ସ୍ଥିତ ହାଟପଦା ସ୍ଥଳରେ ସୋମବାର ଦିନ ସାପ୍ତାହିକ ହାଟରେ ଦେଖିବାକୁ ମିଳିଛି କୁଡ଼ କୁଡ଼ ଅଳିଆ ଆବର୍ଜନା lସୋମବାର ଦିନ ତୁମୁଡିବନ୍ଧ ପଞ୍ଚାୟତ ରେ ସାପ୍ତାହିକ ହାଟ ଥିବା…

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା: ଜଣେ…

Udaya_Labanya | March 22, 2023 | 5 views | 0

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର ଜାଲେଶପଟ୍ଟା ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କାହେବା ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା…

Leave a Reply

Your email address will not be published. Required fields are marked *

Archives

Categories