ଫୁଲବାଣୀ ରେ କଂଗ୍ରେସ ର ଗୌରବ ଯାତ୍ରା

Udaya_Labanya | August 14, 2022 | 8 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଆଜି ରବିବାର ତ୍ୟାଗ ଓ ବଳିଦାନ ର ୭୫ ବର୍ଷ ଅବସରରେ ଏକ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା l
ଡ଼ିସିସି ସଭାପତି ଅନାମ ନାୟକ ଙ୍କ ନେତୃତ୍ୱରେ ସ୍ୱାଧୀନତାର ଗୌରବ ଯାତ୍ରା ଅନୁଷ୍ଠତ ହୋଇଥିଲା l
ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ଅଭିମନ୍ୟୁ ବେହେରା,ବରିଷ୍ଠ କଂଗ୍ରେସ ନେତା ହେମନ୍ତ କର, ଯୁବନେତା ସଂସାରୀ ଭୋଇ , ପିସିସି ସମ୍ପାଦକ ଚନ୍ଦ୍ରଶେଖର ପରିଡ଼ା,ଯୁବ କଂଗ୍ରେସ ସଭାପତି ବସନ୍ତ କୁମାର ପାଢ଼ୀ, ହିମାଳୟ ତ୍ରିପାଠୀ, ଓ ପ୍ରଭାରୀ
ପ୍ରମୁଖଙ୍କ ସମେତ ଶତାଧିକ ନେତା ଓ କର୍ମୀ ଉପସ୍ଥିତ ଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

କଟକରେ ଗାନ୍ଧୀ ଜୟନ୍ତୀ ଅନୁଷ୍ଠିତ

Udaya_Labanya | October 2, 2022 | 27 views |0

କଟକ (ଉଲାପ୍ର) ପବିତ୍ର ଗାନ୍ଧୀ ଜୟନ୍ତି ଅବସରରେ ଶିବସେନାର ପୂର୍ବତନ ଓଡ଼ିଶା ରାଜ୍ୟ ପ୍ରମୁଖ ସ୍ବର୍ଗତ ରାମବିଳାଶ ଶର୍ମା ସେବା ସ୍ମୃତି ସାଂସଦ ତରଫରୁ, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ରାଷ୍ଟ୍ର ଭାଷା ଠାରେ ଏକ ସ୍ମୃତି ସଭାର…

ଜିଲ୍ଲା ଲିଗାଲ ଏଡ ପକ୍ଷରୁ ସ୍ୱାସ୍ଥ୍ୟ ଶିବିର

Udaya_Labanya | October 1, 2022 | 8 views | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ବ୍ଳକ ର ସା୍ର୍ତା ଗୁଡା‌ ଠାରେ ଥିବା ‌ ଆଇ ଆଇ ସି ଭିଲେଜ ଵୃଦ୍ଧାଶ୍ରମ ରେ ଆଇନ୍ ସହାୟତା ପ୍ରାଧିକରଣ ତରଫରୁ ଏକ ଚକ୍ଷୁ ଚିକିତ୍ସା ଶିବିର ଓ ସ୍ୱାସ୍ଥ୍ୟ ଶିବିର ର…

Leave a Reply

Your email address will not be published. Required fields are marked *

Archives

Categories