ଜଷ୍ଟ ଫର ୟୁ ତରଫରୁ ଅମୃତ ମହୋତ୍ସବ ପାଳିତ

Udaya_Labanya | August 16, 2022 | 15 views |0 | Breaking News

ଆଠଗଡ଼ ର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ଜଷ୍ଟ ଫର ୟୁ ସେବା ସଂଘ ତରଫରୁ 75 ଆଜାଦି କା ଅମ୍ରିତ ମହୋତ୍ସବ ଅବସରରେ ପ୍ରତିଭା ଅନ୍ବେଷଣ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ରାଧା ଗୋବିନ୍ଦ ମନ୍ଦିର ଠାରେ ଅନୁଷ୍ଠିତ ହୋଇଯାଇଛି .. ଜଷ୍ଟ ଫର ୟୁ ର ସଭାପତି ସୁଧାଂଶୁ ଶେଖର ସାହୁ ଙ୍କ ନେତୃତ୍ୱ ରେ 10ଟି ବିଦ୍ୟାଳୟ 3ଟି ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ମାନସିକ ଦକ୍ଷତା, ମ୍ୟୁଜିକ ଚେୟାର, ସାଧାରଣ ଜ୍ଞାନ, ବକୃତା, ଚିତ୍ରାଙ୍କନ 150ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ଏହି କାର୍ଯ୍ୟକ୍ରମ ରେ ଭାଗ ନେଇଥିଲେ… ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଲଷ୍ମୀନାରାୟଣ ଭଞ୍ଜ ଏବଂ ସାମ୍ୱଦକ ଜିତେନ୍ଦ୍ର ମହାନ୍ତି 30 କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ ଏବଂ ଏହି କାର୍ଯ୍ୟକ୍ରମ ରେ ସଂଗଠନ ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ. ଜ୍ଞାନ ରଞ୍ଜନ ଲେଙ୍କା, ତରୁଣ ପ୍ରଧାନ, ପାଏଲ ବର୍ମା, ସ୍ମୁତିରଞ୍ଜନ ମହାନ୍ତି, ଅମ୍ଲାନ ପରିଡ଼ା,ଦିନବନ୍ଧୁ ବେହେରା,ପ୍ରତିକ୍ଷ୍ୟା ମହାପାତ୍ର, ବାଦଲ ବେହେରା,ବ୍ରହ୍ମନନ୍ଦ ବେହେରା ଏବଂ ଅନ୍ୟ ମାନେ ଉପସ୍ଥିତ ଥିଲେ

Share this

Related Posts

ତୁମୁଡିବନ୍ଧ ହାଟପିଣ୍ଡିରେ କୁଢ଼ କୁଢ଼ ଗୋବର ଓ…

Udaya_Labanya | March 22, 2023 | 4 views |0

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ପଞ୍ଚାୟତ ସ୍ଥିତ ହାଟପଦା ସ୍ଥଳରେ ସୋମବାର ଦିନ ସାପ୍ତାହିକ ହାଟରେ ଦେଖିବାକୁ ମିଳିଛି କୁଡ଼ କୁଡ଼ ଅଳିଆ ଆବର୍ଜନା lସୋମବାର ଦିନ ତୁମୁଡିବନ୍ଧ ପଞ୍ଚାୟତ ରେ ସାପ୍ତାହିକ ହାଟ ଥିବା…

ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା: ଜଣେ…

Udaya_Labanya | March 22, 2023 | 5 views | 0

ବାଲିଗୁଡ଼ା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର ଜାଲେଶପଟ୍ଟା ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କାହେବା ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା…

Leave a Reply

Your email address will not be published. Required fields are marked *

Archives

Categories