#Breaking News

ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଲେ ମନମୋହନ ଓ ମହେଶ୍ୱର

ଭଦ୍ରକ ଜିଲ୍ଲା ର ଚାନ୍ଦବାଲି ଓ ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀ ର ବନ୍ୟା ରେ କ୍ଷତିଗ୍ରସ୍ତ ଅଞ୍ଚଳ ରେ ଆଜି ରାଜ୍ୟ ବିଜେପି
ପ୍ରତିନିଧି ଦଳ ପୂର୍ବତନ ମନ୍ତ୍ରୀ ଶ୍ରୀ ମନମୋହନ ସାମଲ ନେତୃ, ବିଜେପି ନଦୀ ସୁରକ୍ଷା ସମିତି (ନମାମି ଗଙ୍ଗେ) ରାଜ୍ୟ ସଂଯୋଜକ ଶ୍ରୀ ମହେଶ୍ଵର ସାହୁ, ବିଜେପି ରାଜ୍ୟ ସଂପାଦକ ଶ୍ରୀ ଅଭିମନ୍ୟୁ ସେଠୀ ଓ ଜିଲ୍ଲା ସଭାପତି ଶ୍ରୀ ହେମନ୍ତ କୁମାର ପାଢ଼ୀ ପ୍ରମୁଖ କଂ ସମେତ ଶତାଧିକ କାର୍ଯ୍ୟକତା ବୁଲି ଦେଖିଥିଲେ। କ୍ଷତିଗ୍ରସ୍ତ ଲୋକଙ୍କୁ ଭେଟି ସମସ୍ୟା ବାବଦରେ ଆଲୋଚନା କରିଥିଲେ।

Leave a comment

Your email address will not be published. Required fields are marked *