କନ୍ଧମାଳ -ଫିରିଙ୍ଗିଆ ରେ ଗୁଳି କାଣ୍ଡ, ଦୁଇ ଗୁରୁତର,

Udaya_Labanya | August 22, 2022 | 95 views |1 | Breaking News


ଫୁଲବାଣୀ(ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ବିଲୁ ପଦର ଗ୍ରାମରେ ଅଭାବନୀୟ ଘଟଣା ଘଟିଛି l
ଦୁର୍ବୁତ୍ତ ଙ୍କ ଗୁଳି ମାଡ଼ରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି l
ଗୁରୁତର ଆହତ ଦୁଇଜଣ ହେଲେ
ପ୍ରଭାସିନୀ ସାହାଣୀ, ଓ ଶୋଭାଜନ ସାହାଣୀ
ଫିରିଙ୍ଗିଆ ଥାନା ନୂଆପଦର ପଂଚାୟତ ବିଲୁ ପଦର ଗ୍ରାମରେ ଘଟିଛି ଏହି ଗୁଳି କାଣ୍ଡ l

ଘଟଣା ସ୍ଥଳ ରେ ପୋଲିସ ମୃତୟନ କରାଯଇଛି l ତେବେ
ଗୁଳିକାଣ୍ଡ ର କlରଣ ଏଯାଏଁ ଜଣା ପଡ଼ିନାହିଁl
ପ୍ରଭାସିନୀ ଓ ଶୋଭାଜନ ଗାଁ ରେ ଘର ପାଖରେ ବୁଲୁଥିବାବେଳେ କେତକ ଦୁର୍ବୁତ୍ତ ବାଇକ ରେ ଆସି ଅତର୍କିତ ଗୁଳି ଚାଳ ନା କରି ଫେରାର ହୋଇଯାଇଥିବା ଜଣାପଡିଛି l
ଆହତ ଦୁଇଜଣ ଙ୍କୁ ପ୍ରଥମେ ଫିରିଙ୍ଗିଆ ମେଡିକାଲ ରେ ଚିକିତ୍ସା ପାଈଁ ଭର୍ତ୍ତି କରାଯାଇଥିଲା ତେବେ ଅବସ୍ଥା ଗୁରୁତର ଥିବାରୁ ପରେ ଫୁଲବାଣୀ ସଦର ମହକୁମା ଡାକ୍ତର ଖାନା କୁ ସ୍ଥାନାନ୍ତର କରାଯାଇଛି l
ଫିରିଙ୍ଗିଆ ପୋଲିସ ମାମଲା ରୁଜ୍ଜୁ କରି ଘଟଣା ର ତଦନ୍ତ କରୁଛି l

Share this

Related Posts

ନକଲି ପୋଲିସ ଧରି ନିସ୍ତୁକ ମାଡ଼ ମାରିଲେ…

Udaya_Labanya | June 8, 2023 | 12 views |0

ଫୁଲବାଣୀ(ସୁନୀଲ ପଟନାୟକ )ବିଳମ୍ବିତ ରାତିରେ ପୋଲିସ କହି ଲାଲବତୀ ଗାଡି ରେ ଆସି ଲୋକଙ୍କୁ ଗଂଜେଇ କାରବାର କରୁଛ କହି ଡରାଇ ଧମକାଇ ନିୟମିତ ଟଙ୍କା ଆଦାୟ କରିବା, ସୁନା ଗହଣା ଲୁଟ କରିବା ରୁ ଲୋକେ ଅସଲି ପୋଲିସ ନୁହେଁ…

ଉନ୍ନୟନ କାମ ତଦାରଖ କଲେ ଉପଜ଼ିଲ୍ଲାପାଳ

Udaya_Labanya | June 7, 2023 | 5 views | 0

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ଉପଜ଼ିଲ୍ଲାପାଳ ମିସ ମଧୁମିତା କାର୍ଯ୍ୟରେ ଯୋଗଦେବା ଦିନଠାରୁ ବାଲିଗୁଡା ସହର ସମେତ ବାଲିଗୁଡା ଉପଖଣ୍ଡର ବିଭିନ୍ନ ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟ ମାନ ଜୋରସୋର ରେ ଚାଲିଥିବା ଦେଖିବାକୁ ମିଳୁଛି l ବିଭିନ୍ନ ବ୍ଲକ ରେ…

Leave a Reply

Your email address will not be published. Required fields are marked *

Archives

Categories