କନ୍ଧମାଳ -ଫିରିଙ୍ଗିଆ ରେ ଗୁଳି କାଣ୍ଡ, ଦୁଇ ଗୁରୁତର,

Udaya_Labanya | August 22, 2022 | 78 views |1 | Breaking News


ଫୁଲବାଣୀ(ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ବିଲୁ ପଦର ଗ୍ରାମରେ ଅଭାବନୀୟ ଘଟଣା ଘଟିଛି l
ଦୁର୍ବୁତ୍ତ ଙ୍କ ଗୁଳି ମାଡ଼ରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି l
ଗୁରୁତର ଆହତ ଦୁଇଜଣ ହେଲେ
ପ୍ରଭାସିନୀ ସାହାଣୀ, ଓ ଶୋଭାଜନ ସାହାଣୀ
ଫିରିଙ୍ଗିଆ ଥାନା ନୂଆପଦର ପଂଚାୟତ ବିଲୁ ପଦର ଗ୍ରାମରେ ଘଟିଛି ଏହି ଗୁଳି କାଣ୍ଡ l

ଘଟଣା ସ୍ଥଳ ରେ ପୋଲିସ ମୃତୟନ କରାଯଇଛି l ତେବେ
ଗୁଳିକାଣ୍ଡ ର କlରଣ ଏଯାଏଁ ଜଣା ପଡ଼ିନାହିଁl
ପ୍ରଭାସିନୀ ଓ ଶୋଭାଜନ ଗାଁ ରେ ଘର ପାଖରେ ବୁଲୁଥିବାବେଳେ କେତକ ଦୁର୍ବୁତ୍ତ ବାଇକ ରେ ଆସି ଅତର୍କିତ ଗୁଳି ଚାଳ ନା କରି ଫେରାର ହୋଇଯାଇଥିବା ଜଣାପଡିଛି l
ଆହତ ଦୁଇଜଣ ଙ୍କୁ ପ୍ରଥମେ ଫିରିଙ୍ଗିଆ ମେଡିକାଲ ରେ ଚିକିତ୍ସା ପାଈଁ ଭର୍ତ୍ତି କରାଯାଇଥିଲା ତେବେ ଅବସ୍ଥା ଗୁରୁତର ଥିବାରୁ ପରେ ଫୁଲବାଣୀ ସଦର ମହକୁମା ଡାକ୍ତର ଖାନା କୁ ସ୍ଥାନାନ୍ତର କରାଯାଇଛି l
ଫିରିଙ୍ଗିଆ ପୋଲିସ ମାମଲା ରୁଜ୍ଜୁ କରି ଘଟଣା ର ତଦନ୍ତ କରୁଛି l

Share this
  •  
  •  
  •  
  •  
  •  
  •  
  •  

Related Posts

କଟକରେ ଗାନ୍ଧୀ ଜୟନ୍ତୀ ଅନୁଷ୍ଠିତ

Udaya_Labanya | October 2, 2022 | 30 views |0

କଟକ (ଉଲାପ୍ର) ପବିତ୍ର ଗାନ୍ଧୀ ଜୟନ୍ତି ଅବସରରେ ଶିବସେନାର ପୂର୍ବତନ ଓଡ଼ିଶା ରାଜ୍ୟ ପ୍ରମୁଖ ସ୍ବର୍ଗତ ରାମବିଳାଶ ଶର୍ମା ସେବା ସ୍ମୃତି ସାଂସଦ ତରଫରୁ, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ରାଷ୍ଟ୍ର ଭାଷା ଠାରେ ଏକ ସ୍ମୃତି ସଭାର…

ଜିଲ୍ଲା ଲିଗାଲ ଏଡ ପକ୍ଷରୁ ସ୍ୱାସ୍ଥ୍ୟ ଶିବିର

Udaya_Labanya | October 1, 2022 | 8 views | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ବ୍ଳକ ର ସା୍ର୍ତା ଗୁଡା‌ ଠାରେ ଥିବା ‌ ଆଇ ଆଇ ସି ଭିଲେଜ ଵୃଦ୍ଧାଶ୍ରମ ରେ ଆଇନ୍ ସହାୟତା ପ୍ରାଧିକରଣ ତରଫରୁ ଏକ ଚକ୍ଷୁ ଚିକିତ୍ସା ଶିବିର ଓ ସ୍ୱାସ୍ଥ୍ୟ ଶିବିର ର…

Leave a Reply

Your email address will not be published. Required fields are marked *

Archives

Categories