କଳା ସଂସ୍କୃତି ସଂଘ ପକ୍ଷରୁ ବାଲିଗୁଡା ବିଡ଼ିଓ ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

Udaya_Labanya | August 22, 2022 | 14 views |1 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ବ୍ଲକ କଳାସଂସ୍କୃତି ସଂଘର ଉପ ସଭାପତି ପ୍ରମୋଦ କୁମାର ଦଣ୍ଡସେନାଙ୍କ ନେତୃତ୍ୱ ରେ ନୂତନ ଭାବେ ଯୋଗ ଦେଇଥିବା ବାଲିଗୁଡା ବିଡ଼ିଓ ତଥା ବ୍ଲକ କଳା ସଂସ୍କୃତି ସଂଘର ସଭାପତି ଶଶାଙ୍କ ଶେଖର ପାତ୍ର ଙ୍କୁସଙ୍ଘ ପକ୍ଷରୁ ଫୁଲ ତୋଡ଼ା ଓ ଉପଢ଼ୋକନ ଦେଇ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା lଏବଂ ବାଲିଗୁଡା ବ୍ଲକରେ କଳା ଓ଼ ସଂସ୍କୃତି ର କିଭଳି ଉନ୍ନତି ଘଟିବ ସେଥିପ୍ରତି ଦ୍ରୁଷ୍ଟି ଦେବାଲାଗି କଳାକାର ସଙ୍ଘ ପକ୍ଷରୁ ଦ୍ରୁଷ୍ଟି ଆକର୍ଷଣ କରିଥିଲେ l
ସେହିପରି ସଂକୀର୍ତ୍ତନ ମଣ୍ଡଳୀଓ ଭାଗବତ ଟୁଙ୍ଗୀର ପୁନଃ ଉଦ୍ଧାର ଏବଂ ଉନ୍ନତି କରଣନେଇ ସଙ୍ଘ ପକ୍ଷରୁ ଆଲୋଚନା କରାଯାଇଥିଲା l ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ କଳାକାର ତଥା ଦଣ୍ଡନୃତ୍ୟ ଗୁରୁ ପ୍ରକାଶ ସାହୁ ଦଣ୍ଡନୃତ୍ୟ ଗୁରୁ ପୁରସ୍ତମ ନାୟକ ଏବଂ ସଂକୀର୍ତ୍ତନ ଗୁରୁ ଯୁଧିଷ୍ଠିର ପାତ୍ର ବରିଷ୍ଠ କଳାକାର ସଚ୍ଚିଦାନନ୍ଦ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

କଟକରେ ଗାନ୍ଧୀ ଜୟନ୍ତୀ ଅନୁଷ୍ଠିତ

Udaya_Labanya | October 2, 2022 | 30 views |0

କଟକ (ଉଲାପ୍ର) ପବିତ୍ର ଗାନ୍ଧୀ ଜୟନ୍ତି ଅବସରରେ ଶିବସେନାର ପୂର୍ବତନ ଓଡ଼ିଶା ରାଜ୍ୟ ପ୍ରମୁଖ ସ୍ବର୍ଗତ ରାମବିଳାଶ ଶର୍ମା ସେବା ସ୍ମୃତି ସାଂସଦ ତରଫରୁ, ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ରାଷ୍ଟ୍ର ଭାଷା ଠାରେ ଏକ ସ୍ମୃତି ସଭାର…

ଜିଲ୍ଲା ଲିଗାଲ ଏଡ ପକ୍ଷରୁ ସ୍ୱାସ୍ଥ୍ୟ ଶିବିର

Udaya_Labanya | October 1, 2022 | 8 views | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ବ୍ଳକ ର ସା୍ର୍ତା ଗୁଡା‌ ଠାରେ ଥିବା ‌ ଆଇ ଆଇ ସି ଭିଲେଜ ଵୃଦ୍ଧାଶ୍ରମ ରେ ଆଇନ୍ ସହାୟତା ପ୍ରାଧିକରଣ ତରଫରୁ ଏକ ଚକ୍ଷୁ ଚିକିତ୍ସା ଶିବିର ଓ ସ୍ୱାସ୍ଥ୍ୟ ଶିବିର ର…

Leave a Reply

Your email address will not be published. Required fields are marked *

Archives

Categories