୧୨ ଫୁଟର ଅଜଗର ସାପ ଉଦ୍ଧାର

Udaya_Labanya | August 22, 2022 | 56 views |1 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )

ଫୁଲବାଣୀ, 22।8:
କନ୍ଧମାଳ ଜିଲ୍ଲା  ଫୁଲବାଣୀ ସହରଠୁ ପ୍ରାୟ ୫ କିଲୋମିଟର ଦୂର କଲାଡି ଗ୍ରାମର ଅମିତ କହଁ ର   ବଗିଚାରେ ପ୍ରାୟ  ୧୨ଫୁଟର ଅଜଗର ସାପ ପଶି ଆସିଥିବା ନେଇ କଲାଡି ଗ୍ରାମର ସଂଜୀବ କହଁର ଟିମ୍ ହ୍ୟୁମାନିଟି କନ୍ଧମାଳ ସ୍ନେକ ହେଲ୍ପଲାଇନ ସଦସ୍ୟ ଙ୍କୁ ଯୋଗାଯୋଗ କରିଥିଲେ। ଖବର ପାଇ ତୁରନ୍ତ  ଟିମ୍ ସଦସ୍ୟ  ଭି. ଜଗନ୍ନାଥ ରାଜୁ, ସାଇରାମ ପାତ୍ର, ଆଲୋକ କୁମାର ବିଶୋଇ, ପ୍ରଫୁଲ କୁମାର ପୃଷ୍ଟି ,  ସସ୍ମିତା ସାହୁ, ଏସ କେ ଅବଦୁଲ ସାକୀର, ଅନୁପ ବିକ୍ରମ ପାତ୍ର , ରମେଶ ଚନ୍ଦ୍ର ମହାନ୍ତି ଏବଂ ରବୀନ୍ଦ୍ର ମହାରଣା ଉକ୍ତ ସ୍ଥାନରେ ପହଞ୍ଚିଥିଲେ। ଆକାରରେ ବଡ଼ ଥିବା ସାପଟିକୁ ଦେଖି ଗାଁ ଲୋକେ ଭୟଭୀତ ହୋଇପଡ଼ିଥିଲେ। ଟିମ୍ ସଦସ୍ୟ ଦ୍ଵାରା ସୁରକ୍ଷିତ ଭାବେ ଉଦ୍ଧାର କରାଯାଇ ଗାଁ ଠୁ ଦୂର ଜଙ୍ଗଲରେ ଛାଡ଼ି ଦିଆଗଲା। ଟିମ୍ ର ତତ୍ପରତା , ସହଯୋଗ ଏବଂ ସାହାସ ପାଇଁ ଗାଁ ଲୋକେ ଟିମ ହ୍ୟୁମାନୀଟି ସଦସ୍ୟ ଙ୍କୁ ସାଧୁବାଦ ଜଣାଇଛନ୍ତି। 

Share this
  •  
  •  
  •  
  •  
  •  
  •  
  •  

Related Posts

ବରିଷ୍ଠ ଆଇନଜୀବୀ ଜାହିର ଅଖତାର ଙ୍କ ପରଲୋକ

Udaya_Labanya | November 26, 2022 | 6 views |0

ଫୁଲବାଣୀ (ସୁନୀଲ ପଟନାୟକ )ଫୁଲବାଣୀ ସହର ର ଜଣାଶୁଣା ତଥାବରିଷ୍ଠସରକାରୀ ଆଇନଜୀବୀ ମହମଦ ଜାହିର ଅଖତାର ଙ୍କ ପରଲୋକ ହୋଇଛି lମୃତ୍ୟୁ ବେଳକୁ ତାଙ୍କୁ ଷାଠିଏ ବର୍ଷ ହୋଇଥିଲା lସେ ଡାଏ ବେଟିସ ଓ କିଡ଼ନୀ ରୋଗରେ ରେ ଆକ୍ରାନ୍ତ ହୋଇ…

ବାଇକ ଓ ସ୍କୁଟିମୁହାଁମୁହିଁ ଧକ୍କା ଶିକ୍ଷୟତ୍ରୀ ଓ…

Udaya_Labanya | November 26, 2022 | 13 views | 0

ଫୁଲବାଣୀ- ଶନିବାର ସକାଳୁ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ରେ ଜଣେ ଶିକ୍ଷୟତ୍ରୀ ଓ ମହିଳା କିରାଣୀ ସକାଳୁସ୍କୁଟି ଯାଉଥିବାବେଳେ ଲିଙ୍ଗାଗଡ ପଟୁ ଆସୁଥିବା ଏକ ବାଇକ ସହ ମୁହାଁମୁହିଁ ଧକା ହେବା ଫଳରେ ଦୁଇଜଣଙ୍କ ର ମୃତ୍ୟୁ ଘଟିଥିଲା lଦୂର୍ଘଟଣା…

Leave a Reply

Your email address will not be published. Required fields are marked *

Archives

Categories