ଖଜୁରୀ ପଡା ବ୍ଲକ ରେ ଆଇନ ସଚେତନତା ଶିବିର ଅନୁଷ୍ଠିତ

Udaya_Labanya | August 26, 2022 | 25 views |0 | Breaking News


ଫୁଲବାଣୀ(ସୁନୀଲ ପଟନାୟକ )
ଶୁକ୍ରବାର କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ ଅନ୍ତର୍ଗତ ସୂଡୃକୁମ୍ପା ପଞ୍ଚାୟତ ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମଅନୁଷ୍ଠିତ ହୋଇଥିଲା l
ଏଥିରେ ‌ମୁଖ୍ୟ ଅତିଥି ଭାବେସଚିବ ଶ୍ରୀମତୀ ଅନୂଶିଳା ରଏ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମଞ୍ଜୁଳା ପ୍ରଧାନ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ଶ୍ରୀମତୀ ରଶ୍ମିତା କରଣ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବଳରାମ ସେଠି, ପ୍ରକଳ୍ପ ଅଧିକାରୀ ଏସ. ଗାୟତ୍ରୀ, ସହକାରୀ ଶ୍ରମ ଅଧିକାରିଣୀ ଶୁଭଦର୍ଶିନୀ ନାୟକ, ସୁଡ଼ରୁ କୁମ୍ପା ସମିତି ସଭ୍ୟ ବଦ୍ୟନାଥ ବେହେରା, ଓ ସରପଞ୍ଚ ପ୍ରମୁଖ ଯୋଗ ଦେଇ
ସରକାର ଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ର ସୁଫଳ ଯେପରି ଗ୍ରାମାଞ୍ଚଳ ଲୋକମାନେ ପାଇପାରିବ ସେ ବିଷୟରେ ଲୋକ ମାନଙ୍କୁ ସଚେତନ କରିଥିଲେ l ସେହିପରି
ବିଭିନ୍ନ ଆଇନ ସେବା ସମ୍ପର୍କରେ ମଧ୍ୟ ସଚେତନ କରିଥିଲେ l

ପରା ଲିଗାଲ ସ୍ବେଛାସେବୀ ଅଶୋକ ପ୍ରଧାନ ସଭା ପରିଚାଳନା କରିଥିଲେl

Share this
  •  
  •  
  •  
  •  
  •  
  •  
  •  

Related Posts

ମୁଣ୍ଡାଗାଁ ରେ ବଜ୍ରପାତ, ୩ ଛାତ୍ର ଗୁରୁତର

Udaya_Labanya | October 6, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ବୁଧବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ମୁଣ୍ଡାଗାଁ ଅଂଚଳ ର ୩ ଜଣ ଛାତ୍ର ମୋବାଇଲ ଇଣ୍ଟର୍ନେଟ ଦେଖିବାପାଇଁ ମୁଣ୍ଡାଗାଁ ପାହାଡ଼ କୁ ଯାଇଥିବା ବେଳେ ସନ୍ଧ୍ୟା ରେ ହଟାତ ବଜ୍ରପାତ ହୋଇଥିଲା ଫଳରେ ୩…

ବିଜୟ ନାୟକ କନ୍ଧମାଳ ଜିଲ୍ଲା ନୂତନ ପର୍ଯ୍ୟବେକ୍ଷକ

Udaya_Labanya | October 6, 2022 | 2 views | 0

ଫୁଲବାଣୀ (ସୁନୀଲ ପଟନାୟକ )ରାଜ୍ୟ ରେ ବିଯୁଜନତା ଦଳ ପକ୍ଷରୁ ରାଜ୍ୟର ସମସ୍ତ ସାଙ୍ଗଠନିକ ଜିଲ୍ଲା ରେ ନୂତନ ପର୍ଯ୍ୟବେକ୍ଷକ ନିଯୁକ୍ତି ଦିଆଯାଇଛି lଏହି ପ୍ରରିପେକ୍ଷୀରେ କନ୍ଧମାଳ ଜିଲ୍ଲା ପାଇଁ ବିଜେଡିନେତା ବିଜୟ ନାୟକ ଙ୍କୁ ଦଳ ନୂତନ ଭାବେ ନିଯୁକ୍ତି…

Leave a Reply

Your email address will not be published. Required fields are marked *

Archives

Categories