ଗାଡିଆପଡା ଘାଟିରେ ଦୁଇ ଦୁଇଟି ଟ୍ରକ ଦୂର୍ଘଟଣା, ଦୁଇ ଗୁରୁତର

Udaya_Labanya | August 27, 2022 | 131 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ଖଜୁରୀପଡା ନିକଟ ଗାଡିଆପଡା ଘାଟିରେ ଗୋଟିଏ ଅପରା ପାର୍ଟି ର ଦୁଇ ଦୁଇଟି ଟ୍ରକ ଦୂର୍ଘଟଣା ଘଟିବା ଫଳରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି l
ସେମାନଙ୍କୁ ଚିକିତ୍ସା ପାଇଁ ଫୁଲବାଣୀ ସଦର ମହକୁମା ଡାକ୍ତର ଖାନା ରେ ଭର୍ତ୍ତି କରାଯାଇଛି l
ସୂଚନାଯୋଗ୍ୟ ଯେ ଟ୍ରକ ର ବ୍ରେକ ଫେଲ ହେବା ଯୋଗୁଁ ଦୂର୍ଘଟଣା ହୋଇଥିଲା l
ତେବେ, ଟ୍ରକ ରେ ଏଗାର ଜଣ ଲୋକ ଥିଲେ ହେଲେ ବ୍ରେକ ଫେଲ ହେବା ଜାଣି ପାରି ଟ୍ରକ ରୁ ଡେଇଁ ପଡି ଜୀବନ ବଞ୍ଚାଇଥିଲେ l
ପୋଲିସ ଏନେଇ ଏକ ମାମଲା ରୁଜୁ କରିବା ସହ ଘଟଣା ର ତଦନ୍ତ କରୁଛନ୍ତି l

Share this

Related Posts

ନୂଆପାଟଣା ବୌଦ୍ଧ ସଂଘ ଦ୍ୱାରା ଶାନ୍ତିପୂର୍ଣ କ୍ୟାଣ୍ଡେଲ…

Udaya_Labanya | June 10, 2023 | 20 views |0

l ନୂଆପାଟଣା ( ଉଲ୍ଲାପ୍ର )ଶୁକ୍ରବାର ସନ୍ଧ୍ୟା ୭ ଘଟିକା ୩୦ ମିନିଟ ସମୟରେ ଐତିହାସିକ ବୋଧିବୃକ୍ଷ ବୋଧିଦ୍ରୁମ ବୁଦ୍ଧ ବିହାର ଠାରେ ନୂଆପାଟଣା ବୋୖଦ୍ଧ ସଂଘ ତରଫରୁ ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯାତ୍ରୀଙ୍କ ସ୍ମୃତିଚାରଣ ଓ…

ବୋଲେରୋ ପିକ୍ ଅପ୍ ଓ ମୋଟରସାଇକେଲ ସହ…

Udaya_Labanya | June 9, 2023 | 4 views | 0

(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ୍ ପକ୍ଷରୁ ଚଢ଼ାଉ । ଗୋଟିଏ ବୋଲେରୋ ପିକ୍ ଅପ୍ ଭ୍ୟାନ୍ ଓ ଗୋଟିଏ ମୋଟରସାଇକେଲ…

Leave a Reply

Your email address will not be published. Required fields are marked *

Archives

Categories