ଗାଡିଆପଡା ଘାଟିରେ ଦୁଇ ଦୁଇଟି ଟ୍ରକ ଦୂର୍ଘଟଣା, ଦୁଇ ଗୁରୁତର

Udaya_Labanya | August 27, 2022 | 24 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ଖଜୁରୀପଡା ନିକଟ ଗାଡିଆପଡା ଘାଟିରେ ଗୋଟିଏ ଅପରା ପାର୍ଟି ର ଦୁଇ ଦୁଇଟି ଟ୍ରକ ଦୂର୍ଘଟଣା ଘଟିବା ଫଳରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି l
ସେମାନଙ୍କୁ ଚିକିତ୍ସା ପାଇଁ ଫୁଲବାଣୀ ସଦର ମହକୁମା ଡାକ୍ତର ଖାନା ରେ ଭର୍ତ୍ତି କରାଯାଇଛି l
ସୂଚନାଯୋଗ୍ୟ ଯେ ଟ୍ରକ ର ବ୍ରେକ ଫେଲ ହେବା ଯୋଗୁଁ ଦୂର୍ଘଟଣା ହୋଇଥିଲା l
ତେବେ, ଟ୍ରକ ରେ ଏଗାର ଜଣ ଲୋକ ଥିଲେ ହେଲେ ବ୍ରେକ ଫେଲ ହେବା ଜାଣି ପାରି ଟ୍ରକ ରୁ ଡେଇଁ ପଡି ଜୀବନ ବଞ୍ଚାଇଥିଲେ l
ପୋଲିସ ଏନେଇ ଏକ ମାମଲା ରୁଜୁ କରିବା ସହ ଘଟଣା ର ତଦନ୍ତ କରୁଛନ୍ତି l

Share this
  •  
  •  
  •  
  •  
  •  
  •  
  •  

Related Posts

ମୁଣ୍ଡାଗାଁ ରେ ବଜ୍ରପାତ, ୩ ଛାତ୍ର ଗୁରୁତର

Udaya_Labanya | October 6, 2022 | 3 views |0

ଫୁଲବାଣୀ (ସୁନୀଲ ପଟନାୟକ )ବୁଧବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ମୁଣ୍ଡାଗାଁ ଅଂଚଳ ର ୩ ଜଣ ଛାତ୍ର ମୋବାଇଲ ଇଣ୍ଟର୍ନେଟ ଦେଖିବାପାଇଁ ମୁଣ୍ଡାଗାଁ ପାହାଡ଼ କୁ ଯାଇଥିବା ବେଳେ ସନ୍ଧ୍ୟା ରେ ହଟାତ ବଜ୍ରପାତ ହୋଇଥିଲା ଫଳରେ ୩…

ବିଜୟ ନାୟକ କନ୍ଧମାଳ ଜିଲ୍ଲା ନୂତନ ପର୍ଯ୍ୟବେକ୍ଷକ

Udaya_Labanya | October 6, 2022 | 2 views | 0

ଫୁଲବାଣୀ (ସୁନୀଲ ପଟନାୟକ )ରାଜ୍ୟ ରେ ବିଯୁଜନତା ଦଳ ପକ୍ଷରୁ ରାଜ୍ୟର ସମସ୍ତ ସାଙ୍ଗଠନିକ ଜିଲ୍ଲା ରେ ନୂତନ ପର୍ଯ୍ୟବେକ୍ଷକ ନିଯୁକ୍ତି ଦିଆଯାଇଛି lଏହି ପ୍ରରିପେକ୍ଷୀରେ କନ୍ଧମାଳ ଜିଲ୍ଲା ପାଇଁ ବିଜେଡିନେତା ବିଜୟ ନାୟକ ଙ୍କୁ ଦଳ ନୂତନ ଭାବେ ନିଯୁକ୍ତି…

Leave a Reply

Your email address will not be published. Required fields are marked *

Archives

Categories