ଅଟୋ ଓଲଟିଲା, ୩ ଆହତ

Udaya_Labanya | September 1, 2022 | 7 views |0 | Breaking News


ଫୁଲବାଣୀ -1/09(ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ ଅଧିନସ୍ତ ଗେଟା ମୁଣ୍ଡା ଗ୍ରାମ ନିକଟରେ ନାମ ସଂକୀର୍ତନ ଦଳ ଗାଡି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିବା ଫଳରେ ଏଥିରେ ଯାଉଥିବା ଅନେକ ଲୋକ ଆହତ ହୋଇଥିବାବେଳେ ତିନିଜଣ ଗୁରୁତର ଆହତ ହୋଇଥିବା କୁହାଯାଉଛି l
ବୋୖଦ୍ଧ ଜିଲ୍ଲା ହରଭଂଗା ଅଂଚଳ ର ଏକ ନାମ ସଂକୀର୍ତନ ଦଳ ଦୁତୀପଡ଼ା ଆସି ସଂକୀର୍ତନ ସାରି ଆଜି ଫେରୁ ଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା l ରାଣୀପଥର ଗ୍ରାମ ର କିଛି ସ୍ଵେଛାସେବୀ ଯୁବକ ଆହତ ମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପୁରୁଣାକଟକ ଡାକ୍ତର ଖାନା କୁ ପଠାଇଥିବା ଜଣା ପଡ଼ିଛିl ଏ ନେଇ
ସୁଦୃକୁମ୍ପା ଫାଣ୍ଡି ପୋଲିସଏକ ମାମଲା ରୁଜ୍ଜୁ କରି ଥିବା ଜଣାପଡିଛି l

Share this
  •  
  •  
  •  
  •  
  •  
  •  
  •  

Related Posts

ଓଡିଶା ନାଟ୍ୟସଂଘ ର ୩୫ ତମ ପ୍ରତିଷ୍ଠା…

Udaya_Labanya | September 27, 2022 | 6 views |0

ଫୁଲବାଣୀ (ସୁନୀଲ ପଟନାୟକ ସୋମବାର ଫୁଲବାଣୀ ପ୍ରେସ କ୍ଲବ ଠାରେ ଜିଲାର ଅଗ୍ରଣୀକଳା ଓ ସଂସ୍କୃତି ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ଓଡିଶା ନାଟ୍ୟ ସଙ୍ଘ ର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା lଏହି ଅବସର ରେ…

ଅସହାୟ ରଂଜିତ ଙ୍କୁ ଆବାସ ଘର ମିଳିବ…

Udaya_Labanya | September 27, 2022 | 5 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତଵିଶିପଡା ପଂଚାୟତ ଅନ୍ତର୍ଗତ ଆଶୀରିସହି ଗ୍ରାମର ରଂଜିତ କୁମାର ବେହେରା lଝାଟିମାଟି କୁଡ଼ିଆ ଘରେ ପଲିଥିନ ପକାଇ ବର୍ଷ ବର୍ଷ ଧରି ରହି ଆସୁଥିଲେ ମଧ୍ୟ ତାଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ…

Leave a Reply

Your email address will not be published. Required fields are marked *

Archives

Categories