ଆୟୁର୍ବେଦିକ ମେଡ଼ିସିନ ଡିପୋ ଉଦଘାଟିତ

Udaya_Labanya | September 2, 2022 | 28 views |0 | Breaking News


ଫୁଲବାଣୀ
ଫୁଲବାଣୀ ସହର ର ଅରବିନ୍ଦ ନଗର
ଠାରେ ଏକ ଆୟୁର୍ବେଦିକ ଡିପୋ କୁ ଶୁକ୍ରବାର ଫୁଲବାଣୀ ମୁନିସିପାଲିଟି ଅଧ୍ୟକ୍ଷା ଶ୍ରୀମତୀ ସ୍ମିତା ରାଣୀ ମହାନ୍ତି
ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭଉଦଘାଟନ କରିଥିଲେ l ଏହିଅବସରରେ ମୁଖ୍ୟ ଅତିଥି ଶ୍ରୀମତୀ ମହାନ୍ତି ଦିନକୁ ଦିନ ଆୟୁର୍ବେଦିକ ମେଡ଼ିସିନ ର ଚାହିଦା ବଢ଼ିବାରେ ଲାଗିଛି lଲୋକେ ବହୁସଂଖ୍ୟାରେ ବ୍ୟବହାର ମଧ୍ୟ କରୁଛନ୍ତି ବୋଲି କହିଥିଲେ l
ଏହି ଅବସର ରେ ମହମଦ ଜାକିର ଖାଁ, ମଡରନ ଆୟୁର୍ବେଦିକ ଡିପୋ ମାଲିକ ପ୍ରେମନାଥ ପ୍ରଧାନ ପ୍ରମୁଖ ଙ୍କ ସମେତ ବ୍ୟବସାୟୀ ମାନେ ଉପସ୍ଥିତ ଥିଲେ l

Share this
  •  
  •  
  •  
  •  
  •  
  •  
  •  

Related Posts

ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗ: ଯୁବକ…

Udaya_Labanya | December 5, 2022 | 2 views |0

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଂଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିକିଛି। ଜଣେ ୧୭ ବର୍ଷର ନାବାଳିକାକୁ ବିବାହର ପ୍ରତିଶୃତି ଦେଇ ପ୍ରଥମେ ଅପହରଣ ଓ ପରେ ଦୁଷ୍କର୍ମ କରିଥିବା ଅଭିଯୋଗରେ ଜଣେ ୨୧ ବର୍ଷର…

ଆଇନ ସେବା ପ୍ରାଧିକରଣ ସଚିବ ଲୋକଙ୍କ ସୁବିଧା…

Udaya_Labanya | December 5, 2022 | 2 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ‌ଚକାପାଦ‌ ବ୍ଳକ ଅନ୍ତର୍ଗତ ବେହେରା ଗାଁ ପଞ୍ଚାୟତ ର ‌ଲଣ୍ଡାପାଜୁ‌ ଗାଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ ‌ ଶ୍ରୀମତୀ ‌ଅନୁଶିଳା ରୟଶନିବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ବେହେରାଗାଁ…

Leave a Reply

Your email address will not be published. Required fields are marked *

Archives

Categories