ଦୁତିପଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁଦିବସ ପାଳିତ

Udaya_Labanya | September 5, 2022 | 8 views |0 | Breaking News


ଫୁଲବାଣୀ(ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ସରକାରୀ ଉଚ୍ଚ ବିଦ୍ୟାଳରେ ପ୍ରଧାନ ଶିକ୍ଷୟିତ୍ରୀ ଅମ୍ବିକା ପ୍ରଧାନ ଙ୍କ ନେତୃତ୍ୱରେ ଗୁରୁଦିବସ ପାଳିତ ହେଇଯାଇଛି । ଏହି ଦିବସ ରେ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ଗୁରୁଦିବସ ପାଳନ ଓ ଗୁରୁଶିଷ୍ୟ ସମ୍ପର୍କ ବିଷୟ ରେ ବର୍ଣନା କରିଥିଲେ ଏବଂ ଏହି ଗୁରୁଦିବସ ରେ ଛାତ୍ର ଛାତ୍ରୀ ମାନେ ପିତା ମାତା ଓ ଶିକ୍ଷକ ଶିକ୍ଷୟିତ୍ରୀ ଓ ବୟ ଜେଷ୍ଠ ଙ୍କ ଠାରୁ ଆଶୀର୍ବାଦ ଲାଭ କରିଥାନ୍ତି । ସେଇ ପରିପ୍ରେକ୍ଷୀରେ ଛାତ୍ର ଛାତ୍ରୀ ମାନେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସୁ ସଂମ୍ମାନ ର ସହିତ ଚନ୍ଦନ, ପୁଲପୁଷ୍ପ ଦୀପ ଆଦି ଅର୍ପଣ କରି ବା ସହ ପାଦ ପୂଜା କରି ଆଶୀର୍ବାଦ ନେଇଛନ୍ତି ।

Share this
  •  
  •  
  •  
  •  
  •  
  •  
  •  

Related Posts

ବରିଷ୍ଠ ଆଇନଜୀବୀ ଜାହିର ଅଖତାର ଙ୍କ ପରଲୋକ

Udaya_Labanya | November 26, 2022 | 6 views |0

ଫୁଲବାଣୀ (ସୁନୀଲ ପଟନାୟକ )ଫୁଲବାଣୀ ସହର ର ଜଣାଶୁଣା ତଥାବରିଷ୍ଠସରକାରୀ ଆଇନଜୀବୀ ମହମଦ ଜାହିର ଅଖତାର ଙ୍କ ପରଲୋକ ହୋଇଛି lମୃତ୍ୟୁ ବେଳକୁ ତାଙ୍କୁ ଷାଠିଏ ବର୍ଷ ହୋଇଥିଲା lସେ ଡାଏ ବେଟିସ ଓ କିଡ଼ନୀ ରୋଗରେ ରେ ଆକ୍ରାନ୍ତ ହୋଇ…

ବାଇକ ଓ ସ୍କୁଟିମୁହାଁମୁହିଁ ଧକ୍କା ଶିକ୍ଷୟତ୍ରୀ ଓ…

Udaya_Labanya | November 26, 2022 | 13 views | 0

ଫୁଲବାଣୀ- ଶନିବାର ସକାଳୁ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ରେ ଜଣେ ଶିକ୍ଷୟତ୍ରୀ ଓ ମହିଳା କିରାଣୀ ସକାଳୁସ୍କୁଟି ଯାଉଥିବାବେଳେ ଲିଙ୍ଗାଗଡ ପଟୁ ଆସୁଥିବା ଏକ ବାଇକ ସହ ମୁହାଁମୁହିଁ ଧକା ହେବା ଫଳରେ ଦୁଇଜଣଙ୍କ ର ମୃତ୍ୟୁ ଘଟିଥିଲା lଦୂର୍ଘଟଣା…

Leave a Reply

Your email address will not be published. Required fields are marked *

Archives

Categories