ଅନୁପମା ଘୋଷ ହେଲେ ଖଜୁରୀପଡା ବିଡ଼ିଓ

Udaya_Labanya | September 11, 2022 | 24 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ ର ନୂତନ ବିଡ଼ିଓ ଭାବେ ଅନୁପମା ଘୋଷ ଦାଇତ୍ୱ ଗ୍ରହଣ କରିଛନ୍ତି l
ଏଥି ପୂର୍ବରୁ ଥିବା ବିଡ଼ିଓ ରବୀନ୍ଦ୍ର ନାଥ କହଁର ଙ୍କୁ ବୌଦ୍ଧ ଜିଲ୍ଲା ହରଭଂଗା ବ୍ଲକ ବିଡ଼ିଓ ଭାବେ ବଦଳି କରାଯାଇଛି l
ନୂତନ ବିଡ଼ିଓ ଅନୁପମା ଘୋଷ ଙ୍କୁ ବ୍ଲକ କର୍ମଚାରୀ ମନେ ସ୍ଵାଗତ ସମ୍ବର୍ଧନା ଜଣାଇଥିଲେ l
ନୂତନ ବିଡ଼ିଓ ଘୋଷ ବ୍ଲକ ଅଂଚଳ
ର ଜନସାଧାରଣଙ୍କ ଉନ୍ନତି ପାଇଁ
ସର୍ବଦା ଚେଷ୍ଟା କରିବେ ବୋଲି କହିଛନ୍ତି lଏଥି ପୂର୍ବରୁ ଘୋଷ ବିଭିନ୍ନ ବ୍ଲକ ରେ ବେଶ ଦକ୍ଷତା ର ସହ କାର୍ଯ୍ୟ କରି ପ୍ରସଂଶିତ ହୋଇଛନ୍ତି l

Share this

Related Posts

ଆଠଗଡ ବ୍ଲକ ଅମଲା ସଙ୍ଘ ଗଠିତ,

Udaya_Labanya | March 24, 2023 | 125 views |0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ବ୍ଲକ ଅମଲା ସଙ୍ଘ ବୈଠକ ସ୍ଥାନୀୟ କୃଷି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି,ଏଥିରେ ସଭାପତି ଭାବେ ଅଜୟ କୁମାର ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି, ମୁଖ୍ୟତଃ 1900 ଗ୍ରେଡ଼ ପେ କୁ 4200 କୁ ବୃଦ୍ଧି କରିବାପାଇଁ…

ଅଭୟଙ୍କୁ ଭୟ କରୁଛନ୍ତି ରାଜା,ଖୁବଶୀଘ୍ର ଯୋଗଦେବେ ଅଭୟ…

Udaya_Labanya | March 24, 2023 | 80 views | 0

ଆଠଗଡ ( ଉଲ୍ଲାପ୍ର )ଆଠଗଡ ନିର୍ବାଚଳ ମଣ୍ଡଳୀର ଯୁବକ ଅଭୟ ବାରିକ, ଯାହାଙ୍କୁ ନେଇ ଏବେ ଆଠଗଡ ନିର୍ବାଚନ ମଣ୍ଡଳୀରେ ଚର୍ଚ୍ଚା, ଚର୍ଚ୍ଚା ଏଇଥି ପାଇଁ ସେ 2019 ନିର୍ବାଚନ ରେ ସ୍ୱାଧୀନ ପ୍ରାର୍ଥୀ ଭାବେ ଆଠଗଡ ରୁ ଲଢ଼ି ଏଗାର…

Leave a Reply

Your email address will not be published. Required fields are marked *

Archives

Categories