ଅନୁପମା ଘୋଷ ହେଲେ ଖଜୁରୀପଡା ବିଡ଼ିଓ

Udaya_Labanya | September 11, 2022 | 19 views |0 | Breaking News


ଫୁଲବାଣୀ (ସୁନୀଲ ପଟନାୟକ )
କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ ର ନୂତନ ବିଡ଼ିଓ ଭାବେ ଅନୁପମା ଘୋଷ ଦାଇତ୍ୱ ଗ୍ରହଣ କରିଛନ୍ତି l
ଏଥି ପୂର୍ବରୁ ଥିବା ବିଡ଼ିଓ ରବୀନ୍ଦ୍ର ନାଥ କହଁର ଙ୍କୁ ବୌଦ୍ଧ ଜିଲ୍ଲା ହରଭଂଗା ବ୍ଲକ ବିଡ଼ିଓ ଭାବେ ବଦଳି କରାଯାଇଛି l
ନୂତନ ବିଡ଼ିଓ ଅନୁପମା ଘୋଷ ଙ୍କୁ ବ୍ଲକ କର୍ମଚାରୀ ମନେ ସ୍ଵାଗତ ସମ୍ବର୍ଧନା ଜଣାଇଥିଲେ l
ନୂତନ ବିଡ଼ିଓ ଘୋଷ ବ୍ଲକ ଅଂଚଳ
ର ଜନସାଧାରଣଙ୍କ ଉନ୍ନତି ପାଇଁ
ସର୍ବଦା ଚେଷ୍ଟା କରିବେ ବୋଲି କହିଛନ୍ତି lଏଥି ପୂର୍ବରୁ ଘୋଷ ବିଭିନ୍ନ ବ୍ଲକ ରେ ବେଶ ଦକ୍ଷତା ର ସହ କାର୍ଯ୍ୟ କରି ପ୍ରସଂଶିତ ହୋଇଛନ୍ତି l

Share this
  •  
  •  
  •  
  •  
  •  
  •  
  •  

Related Posts

ବରିଷ୍ଠ ଆଇନଜୀବୀ ଜାହିର ଅଖତାର ଙ୍କ ପରଲୋକ

Udaya_Labanya | November 26, 2022 | 6 views |0

ଫୁଲବାଣୀ (ସୁନୀଲ ପଟନାୟକ )ଫୁଲବାଣୀ ସହର ର ଜଣାଶୁଣା ତଥାବରିଷ୍ଠସରକାରୀ ଆଇନଜୀବୀ ମହମଦ ଜାହିର ଅଖତାର ଙ୍କ ପରଲୋକ ହୋଇଛି lମୃତ୍ୟୁ ବେଳକୁ ତାଙ୍କୁ ଷାଠିଏ ବର୍ଷ ହୋଇଥିଲା lସେ ଡାଏ ବେଟିସ ଓ କିଡ଼ନୀ ରୋଗରେ ରେ ଆକ୍ରାନ୍ତ ହୋଇ…

ବାଇକ ଓ ସ୍କୁଟିମୁହାଁମୁହିଁ ଧକ୍କା ଶିକ୍ଷୟତ୍ରୀ ଓ…

Udaya_Labanya | November 26, 2022 | 13 views | 0

ଫୁଲବାଣୀ- ଶନିବାର ସକାଳୁ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ରେ ଜଣେ ଶିକ୍ଷୟତ୍ରୀ ଓ ମହିଳା କିରାଣୀ ସକାଳୁସ୍କୁଟି ଯାଉଥିବାବେଳେ ଲିଙ୍ଗାଗଡ ପଟୁ ଆସୁଥିବା ଏକ ବାଇକ ସହ ମୁହାଁମୁହିଁ ଧକା ହେବା ଫଳରେ ଦୁଇଜଣଙ୍କ ର ମୃତ୍ୟୁ ଘଟିଥିଲା lଦୂର୍ଘଟଣା…

Leave a Reply

Your email address will not be published. Required fields are marked *

Archives

Categories