କଳିଙ୍ଗା ଘାଟିରେ ଦୁର୍ଘଟଣା; ଦୁଇ ଆହତ

Udaya_Labanya | September 11, 2022 | 9 views |0 | Breaking News


ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ବ୍ଲକର କଳିଙ୍ଗା ଘାଟିରେ ଏକ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ଦୁଇ ଜଣ ଆହତ ହୋଇଥିବା ବେଳେ, ସେମାନଙ୍କୁ ଜି.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ ଏକ ମାଲ ବୋଝେଇ ପିକପ ଗାଡି ନଂ ଓଡି- ୦୩-ଏଫ୍- ୭୫୧୨ କଳିଙ୍ଗା ଘାଟିରୁ ଗଡୁଥିବା ବେଳେ ଏକ ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ଗାଡିର ଡ୍ରାଇଭର ସହ ଅନ୍ୟ ଜଣେ ଆହତ ହୋଇଥିଲେ। ଏନେଇ ଖବର ପାଇବା ପରେ ସ୍ଥାନୀୟ ଅଗ୍ନିଶମ ଅଧିକାରୀ ମନୋରଞ୍ଜନ ପାଢୀ ଟିମ ସହ ଘଟଣା ସ୍ଥଳରେ ପହଞ୍ଚି ଆହତ ଦୁଇ ଜଣଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଜି.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରି ଚିକିତ୍ସା ଅବ୍ୟାହତ ରହିଥିବା ଜଣାପଡିଛି ।

Share this
  •  
  •  
  •  
  •  
  •  
  •  
  •  

Related Posts

ବରିଷ୍ଠ ଆଇନଜୀବୀ ଜାହିର ଅଖତାର ଙ୍କ ପରଲୋକ

Udaya_Labanya | November 26, 2022 | 6 views |0

ଫୁଲବାଣୀ (ସୁନୀଲ ପଟନାୟକ )ଫୁଲବାଣୀ ସହର ର ଜଣାଶୁଣା ତଥାବରିଷ୍ଠସରକାରୀ ଆଇନଜୀବୀ ମହମଦ ଜାହିର ଅଖତାର ଙ୍କ ପରଲୋକ ହୋଇଛି lମୃତ୍ୟୁ ବେଳକୁ ତାଙ୍କୁ ଷାଠିଏ ବର୍ଷ ହୋଇଥିଲା lସେ ଡାଏ ବେଟିସ ଓ କିଡ଼ନୀ ରୋଗରେ ରେ ଆକ୍ରାନ୍ତ ହୋଇ…

ବାଇକ ଓ ସ୍କୁଟିମୁହାଁମୁହିଁ ଧକ୍କା ଶିକ୍ଷୟତ୍ରୀ ଓ…

Udaya_Labanya | November 26, 2022 | 13 views | 0

ଫୁଲବାଣୀ- ଶନିବାର ସକାଳୁ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ରେ ଜଣେ ଶିକ୍ଷୟତ୍ରୀ ଓ ମହିଳା କିରାଣୀ ସକାଳୁସ୍କୁଟି ଯାଉଥିବାବେଳେ ଲିଙ୍ଗାଗଡ ପଟୁ ଆସୁଥିବା ଏକ ବାଇକ ସହ ମୁହାଁମୁହିଁ ଧକା ହେବା ଫଳରେ ଦୁଇଜଣଙ୍କ ର ମୃତ୍ୟୁ ଘଟିଥିଲା lଦୂର୍ଘଟଣା…

Leave a Reply

Your email address will not be published. Required fields are marked *

Archives

Categories