ଜଙ୍ଗଲ ଭିତରେ ଚାଲାଣ ପାଇଁ ପ୍ରସ୍ତୁତି ବେଳେ ଗଞେଇ ଜବତ: ଚାଲାଣକାରୀ ମାନେ ଫେରାର

Udaya_Labanya | September 11, 2022 | 15 views |0 | Breaking News


କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଏକ ଘଂଚ ଜଙ୍ଗଲ ଭିତରେ ଚଢ଼ାଉ କରି ୧୨୭ କିଲୋ ଗଞେଇ ଜବତ କରିବାରେ ସଫଳ ହୋଇଛି। ତେବେ ପୋଲିସକୁ ଦେଖି ଚୋରା ଗଂଜେଇ ଚାଲାଣକାରି ମାନେ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଫିରିଙ୍ଗିଆ ବ୍ଲକର ମାଓ ଅଧୁଷିତ ଅଞ୍ଚଳ କୁହାଯାଉଥିବା ସୁମେରବନ୍ଧ ପଂଚାୟତ ରିବିଲଦା ଗ୍ରାମ ପାଖ ଜଙ୍ଗଲରେ ଗଞେଇ ଚାଲାଣ ପାଇଁ ପ୍ରସ୍ତୁତି ଚାଲିଥିବା କୌଣସି ସୁତ୍ରରୁ ପୋଲିସ ଖବର ପାଇ ଫିରିଙ୍ଗିଆ ଥାନା ଅଧିକାରୀ ପି.ଶ୍ୟାମସୁନ୍ଦର ରାଓଙ୍କ ନେତୃତ୍ୱରେ ଏକ ଟିମ ଚଢ଼ାଉ କରିଥିଲେ। ଏହି ମାମଲାରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି।

Share this
  •  
  •  
  •  
  •  
  •  
  •  
  •  

Related Posts

ବରିଷ୍ଠ ଆଇନଜୀବୀ ଜାହିର ଅଖତାର ଙ୍କ ପରଲୋକ

Udaya_Labanya | November 26, 2022 | 6 views |0

ଫୁଲବାଣୀ (ସୁନୀଲ ପଟନାୟକ )ଫୁଲବାଣୀ ସହର ର ଜଣାଶୁଣା ତଥାବରିଷ୍ଠସରକାରୀ ଆଇନଜୀବୀ ମହମଦ ଜାହିର ଅଖତାର ଙ୍କ ପରଲୋକ ହୋଇଛି lମୃତ୍ୟୁ ବେଳକୁ ତାଙ୍କୁ ଷାଠିଏ ବର୍ଷ ହୋଇଥିଲା lସେ ଡାଏ ବେଟିସ ଓ କିଡ଼ନୀ ରୋଗରେ ରେ ଆକ୍ରାନ୍ତ ହୋଇ…

ବାଇକ ଓ ସ୍କୁଟିମୁହାଁମୁହିଁ ଧକ୍କା ଶିକ୍ଷୟତ୍ରୀ ଓ…

Udaya_Labanya | November 26, 2022 | 13 views | 0

ଫୁଲବାଣୀ- ଶନିବାର ସକାଳୁ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ରେ ଜଣେ ଶିକ୍ଷୟତ୍ରୀ ଓ ମହିଳା କିରାଣୀ ସକାଳୁସ୍କୁଟି ଯାଉଥିବାବେଳେ ଲିଙ୍ଗାଗଡ ପଟୁ ଆସୁଥିବା ଏକ ବାଇକ ସହ ମୁହାଁମୁହିଁ ଧକା ହେବା ଫଳରେ ଦୁଇଜଣଙ୍କ ର ମୃତ୍ୟୁ ଘଟିଥିଲା lଦୂର୍ଘଟଣା…

Leave a Reply

Your email address will not be published. Required fields are marked *

Archives

Categories