କନ୍ଧମାଳରେ ପୁଣି ଚାରି କରୋନା ପଜିଟିଭ ଚିହ୍ନଟ

Udaya_Labanya | September 12, 2022 | 10 views |0 | Breaking News

ଫୁଲବାଣୀ ( ସୁନୀଲ ପଟନାୟକ) ରବିବାର କନ୍ଧମାଳ ଜିଲ୍ଲାରେ ପୁଣି ଚାରି ଜଣ ନୂତନ କରୋନା ପଜିଟିଭ ଚିହ୍ନଟ ହୋଇ ଛନ୍ତି । ଜିଲ୍ଲା ପ୍ରଶାସନ ର କଟକଣା ନ ଥିବା ରୂ ମାସ୍କ ପିନ୍ଧିବା, ସାମାଜିକ ଦୂରତା କଥା ସମସ୍ତେ ଭୁଲିଗଲେଣି lକେହି ବି କୋରାନା କଟକଣା ମାନୁନାହାନ୍ତି l କାଁ ଭାଁ କିଏ କେମିତି ମାସ୍କ ପିନ୍ଧୁଥିବା ଦେଖାଯାଉଛି l
ଫଳରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି l ଏବେ ପାର୍ବଣ ଋତୁ lପୁଣି ଲଗାଣ ବର୍ଷା ଲାଗିରହିଛି l
ଏଣୁ ଆଗକୁ ମଧ୍ୟକୋରାନା ସଂକ୍ରମିତ ଙ୍କ ସଂଖ୍ୟା ବଢ଼ିଵା ଆଶଙ୍କା ରହିଛି lଏଣୁ ପ୍ରଶାସନ ସଜାଗ ହୋଇ ଗ୍ରାମ ରୂ ସହର ଯାଏ କୋରାନା ସଚେତନ ତା ସୃଷ୍ଟି କରିବାକୁ ଦାବୀ ହେଉଛି l

ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ମଧ୍ୟ କରେ । ନା ସଂକ୍ରମଣପ୍ରତି ସତର୍କ ଦୃଷ୍ଟିରଖିବା ଜରୁରୀ l

Share this
  •  
  •  
  •  
  •  
  •  
  •  
  •  

Related Posts

ଓଡିଶା ନାଟ୍ୟସଂଘ ର ୩୫ ତମ ପ୍ରତିଷ୍ଠା…

Udaya_Labanya | September 27, 2022 | 6 views |0

ଫୁଲବାଣୀ (ସୁନୀଲ ପଟନାୟକ ସୋମବାର ଫୁଲବାଣୀ ପ୍ରେସ କ୍ଲବ ଠାରେ ଜିଲାର ଅଗ୍ରଣୀକଳା ଓ ସଂସ୍କୃତି ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ଓଡିଶା ନାଟ୍ୟ ସଙ୍ଘ ର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା lଏହି ଅବସର ରେ…

ଅସହାୟ ରଂଜିତ ଙ୍କୁ ଆବାସ ଘର ମିଳିବ…

Udaya_Labanya | September 27, 2022 | 5 views | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତଵିଶିପଡା ପଂଚାୟତ ଅନ୍ତର୍ଗତ ଆଶୀରିସହି ଗ୍ରାମର ରଂଜିତ କୁମାର ବେହେରା lଝାଟିମାଟି କୁଡ଼ିଆ ଘରେ ପଲିଥିନ ପକାଇ ବର୍ଷ ବର୍ଷ ଧରି ରହି ଆସୁଥିଲେ ମଧ୍ୟ ତାଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ…

Leave a Reply

Your email address will not be published. Required fields are marked *

Archives

Categories